ଆମ ଜିଲା ଖବର

ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି, ୧୭।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ…

7 years ago

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ସ୍ବାସ୍ଥ୍ୟସେବା ବ୍ୟାହତ, ସାଧାରଣରେ ଅସନ୍ତୋଷ

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ଭାରତୀୟ ମେଡିକାଲ ଡାକ୍ତର ସଂଘ (ଆଇଏମ୍‌ଏ)ର ଦେଶବ୍ୟାପୀ ଆନ୍ଦୋଳନ ଡାକରାରେ ସାମିଲ ହୋଇଛନ୍ତି। ଫଳରେ ଦିଗପହଣ୍ଡିରେ…

7 years ago

ଭୁବନରେ ଦେବସ୍ନାନ ପୂର୍ଣ୍ଣିମା

ଭୁବନ,୧୭ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ…

7 years ago

ଓଲଟି ପଡ଼ିଲା ଛେଳି, ମେଣ୍ଢା ବୋଝେଇ ପିକ୍‌ଅପ : ୪୫ରୁ ଊର୍ଦ୍ଧ୍ୱ ମୃତ

ପଟାଙ୍ଗି,୧୭ା୬(ଡି.ଏନ୍‌.ଏ.) : କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ଅଧିନସ୍ଥ ତେଲରାଇ ଗ୍ରାମ ଛକ ନିକଟରେ ଜାତୀୟ ରାଜପଥ ଉପରେ ଏପି ୩୧ ଟିଏଚ୍‌ ୪୭୬୫…

7 years ago

ସ୍ନାନମଣ୍ଡପରେ ଦର୍ଶନ ଦେଲେ ତିନିଠାକୁର

ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ ଗଙ୍ଗାଦେବୀଙ୍କୁ…

7 years ago

ବଜ୍ରପାତ ନେଲା ୨ ଜୀବନ

ପାପଡ଼ାହାଣ୍ଡି, ୧୭।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ପଞ୍ଚାୟତ ବରଦେଇ ଗ୍ରାମରେ ରବିବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗ୍ରାମର ବିଷମ…

7 years ago

ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ…

7 years ago

ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା

ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି। ମାଲିକ…

7 years ago

ବାଉଁଶ ତିଆରି ନନ୍ଦରେ ବସୁଛି କୂଅ

ମୁନିଗୁଡ଼ା,୧୭ା୬ : ପାନୀୟ ଜଳ ସମସ୍ୟା ନେଇ ଚିନ୍ତାରେ ରହୁଥିଲେ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ସିନ୍ଧିପଙ୍ଗା ଗ୍ରାମବାସୀ। ଗାଁ ନିକଟରେ କୌଣସି ନଦୀ, ନାଳ କିମ୍ବା…

7 years ago

ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ

ମନମୁଣ୍ଡା, ୧୭।୬ (ଡି.ଏନ.ଏ)    ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି ।…

7 years ago