ଲାଠୋର, ୧୬ା୬ (ଡି.ଏନ୍.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍ବେଦନା ହେଲାରୁ ଡାକ୍ତରଖାନା ଗଲାବାଟେ ଗାଡ଼ିରେ ଗୁଟେ…
ଛେଣ୍ଡିପଦା, ୧୬।୬(ସ୍ବ.ପ୍ର.) - ଅନୁଗୋଳ ଜିଲା ଛେଣ୍ଡିପଦା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ କ୍ଷୀର ଚାଷୀ ଠକେଇର ଶିକାର ହେଉଥିବା ଅଭିଯୋଗ ହୋଇଛି। କେନ୍ଦ୍ର କର୍ମଚାରୀ ମାପରେ ଠକେଇ…
ନାଉଗାଁ,୧୬ା୬(ସ୍ବ.ପ୍ର.): ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜରେ ସମସ୍ତେ ଦୋଳି ଖେଳଠାରୁ ଆରମ୍ଭ କରି ପୁଚି, କବାଡି, ଲୁଡୁ ଆଦି ବିଭିନ୍ନ ପ୍ରକାର ଖେଳକୁଦର ମଜା ନେଉଛନ୍ତି। କିନ୍ତୁ…
କାମାକ୍ଷାନଗର, ୧୬।୬(ଡି.ଏନ୍.ଏ.) - ଭଜନ ହେଉକି ଆଧୁନିକ ଗୀତ, ବେଶ୍ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା ହୋଇଉଠେ…
ଅନୁଗୋଳ ଅଫିସ, ୧୬।୬ - ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ ପରେ ଚାଷ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି ଚାଷୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ କ୍ଷେତରୁ ଭଲ ଫସଲ…
ରଘୁନାଥପୁର,୧୬।୬(ଡି.ଏନ.ଏ.): ରଜ ସଂକ୍ରାନ୍ତିରେ ଉପକୂଳ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ନିସ୍ତାର ମିଳିଛି। ତେଣୁ ଶୁକ୍ରବାର ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ…
ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ ନୂଆଦିଲ୍ଲୀର…
ବ୍ରହ୍ମପୁର ଅଫିସ୍,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ…
ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ…
ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍ରେ…