ଖଲ୍ଲିକୋଟ,୮ା୬(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଅଞ୍ଚଳର ଜଣେ ୧୭ ବର୍ଷିୟା ନାବାଳିକା ମା’ ହେବା ଘଟଣାରେ ନ୍ୟାୟ ପାଇଁ ମହିଳା ସଂଘ ଅଣ୍ଟା ଭିଡିଛନ୍ତି। ନାବଳିକା ମା’ ହେବା…
ଫିରିଙ୍ଗିଆ, ୮ା୬ - କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପଞ୍ଚାୟତ ଲୋହୁରା ସାହି, କାମ୍ବାଗୁଡା ସାହିର ଲୋକେ ପାନୀୟ ଜଳ ପାଇଁ ହଇରାଣ ହେଉଛନ୍ତି। ସେଠାରେ…
ଛତ୍ରପୁର,୮ା୬(ଡି.ଏନ୍.ଏ.)- ବିଭିନ୍ନ ଦାବି ନେଇ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଛତ୍ରପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣ ଧାରଣା ଦିଆଯାଇଥିଲା।…
ଭୋଗରାଇ, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ କମର୍ଦ୍ଦା ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ସେଠୀ (୪୮) ଶୁକ୍ରବାର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଏହି ଅଞ୍ଚଳରେ…
ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ବୈଠକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଶୁକ୍ର୍ରବାର ଅନୁଷ୍ଠିତ ହୋଇଯାଇଛି ା ଜିଲା…
ଜଳେଶ୍ୱର, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ମହମ୍ମଦନଗରପାଟଣା ପଞ୍ଚାୟତ ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣା (କ, ଖ, ଗ ଓ ଘ) ୪ଟି ବାଲି ଉତ୍ସକୁ ଶୁକ୍ରବାର…
ବାହାନଗା, ୮।୬(ଡି.ଏନ.ଏ.)-ବିକ୍ରି ହୋଇଥିବା ଧାନର ପ୍ରାପ୍ୟ ପାଇଁ ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତି ଆଗରେ ଶୁକ୍ରବାର ଚାଷୀମାନେ ଧାରଣା ଦେଇଥିଲେ। ୧୫ ଦିନ ପରେ…
ଲୋଇସିଂହା, ୮।୬(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି ହେରଫେର…
ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍। ହେଲେ ବିଭାଗୀୟ ଅଧ୍କାରୀମାନକର ଖାମଖିଆଲି ମନଭାବ ଲାଗି…
ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ…