ଆମ ଜିଲା ଖବର

‘ଫନୀ’ ମୁକାବିଲା ପାଇଁ ପ୍ରଶାସନ ସଜାଗ: କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ, ୧।୫- ସାମୁଦ୍ରିକ ଝଡ଼ ‘ଫନି’ ଭୟଙ୍କର ରୂପ ଧାରଣ କରି ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଛନକା…

8 years ago

ଟ୍ରେଲର ଲାଗି ବିଦ୍ୟୁତ୍‌ ତାର ଛିଣ୍ଡିଲା

ଛେଣ୍ଡିପଦା,୧।୫ (ସ୍ବ.ପ୍ର.):ଓଡିସି ଟ୍ରାନ୍ସପୋର୍ଟ କମ୍ପାନୀର ଏକ ଟ୍ରେଲର ବିଦ୍ୟୁତ୍‌ ତାରରେ ଲାଗିଯିବାରୁ ସୋମବାର ବିଳମ୍ବିତ ରାତିରେ ଛେଣ୍ଡିପଦା ବଜାରରେ ଥିବା ୩୦ରୁ ଊର୍ଦ୍ଧ୍ୱ ଦୋକାନର ବିଦ୍ୟୁତ୍‌ ତାର…

8 years ago

ଅଂଶୁଘାତ ୱାର୍ଡରେ ଦିଦିଙ୍କ କେକ୍‌ କଟା ଘଟଣା: ଏଡିଏମ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୧।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଂଶୁଘାତ ୱାର୍ଡରେ ଗତ ଶନିବାର ରାତିରେ ଜନୈକା ଦିଦିଙ୍କ ଜନ୍ମଦିନ ପାଳନ ବେଳେ କେକ୍‌ କଟାଯିବା ଓ…

8 years ago

୧୭୮ବର୍ଷର ଚିତ୍ତଲପୁର ରାମଲୀଳା: ଭାଇଚାରା ବଞ୍ଚାଇଛି ପରମ୍ପରା

(ସୁଶାନ୍ତ କୁମାର ପତି) ସାତମାଇଲ, ୧।୫- ଆଧୁନିକତାର ମାୟାଜାଲରେ ମଳିନ ପଡ଼ିଲାଣି ପୁରାତନ ସଂସ୍କୃତି। ପୁରୁଣା ପରମ୍ପରାକୁ ବଞ୍ଚାଇ ରଖିବାକୁ ଆଉ ଆଗଭର ହେଉନାହାନ୍ତି ଯୁବପିଢ଼ି। ତଥାପି…

8 years ago

ଥମିନି ଶ୍ରମିକ ଶୋଷଣ ନୀତି: ଏବେ ବି ଅବହେଳିତ ଠିକା ଶ୍ରମିକ

(ଉପେନ୍ଦ୍ର ରାଉତ) ବଅଁରପାଳ, ୧।୫- ଶ୍ରମିକ ବିକାଶର ବାହକ। ପ୍ରଗତିର ପ୍ରମୁଖ ଭାଗୀଦାର। ସେମାନଙ୍କ ସହଯୋଗ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ହେଲେ ବିଭିନ୍ନ କଳକାରଖାନାରେ…

8 years ago

ଫନୀ : କୃଷ୍ଣପ୍ରସାଦବାସୀ ଆତଙ୍କିତ

କୃଷ୍ଣପ୍ରସାଦ,୧।୫(ଡି.ଏନ.ଏ.)-ଫାଇଲିନ, ହୁଡୁହୁଡୁ,ତିତିଲି ବାତ୍ୟା ଭୟ ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ସାମୁଦ୍ରିକ ଝଡ ଫନୀ ଆସିବା ନେଇ କୃଷ୍ଣପ୍ରସାଦ ଅଞ୍ଚଳବାସୀ  ଆତଙ୍କିତ ହୋଇପଡିଛନ୍ତି। କେତେକ…

8 years ago

ବିପର୍ଯ୍ୟସ୍ତ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳୀ

ନାଉଗାଁ,୧ା୫(ସ୍ବ.ପ୍ର.): ଉପକୂଳବର୍ତୀ ଜିଲାଗୁଡିକରେ ଆଜି ମଧ୍ୟ ଲୋକେ ବାତ୍ୟା ନାଁ ଶୁଣିଲେ ଭୟଭୀତ ହୋଇପଡ଼ନ୍ତି। ୧୯୯୯ ମହାବାତ୍ୟା ପରେ ଅନ୍ୟ କୌଣସି ବାତ୍ୟାରେ ଯଦିଓ ସେଭଳି ବଡ଼…

8 years ago

ରାଜନୀତିର ପଶାପାଲିରେ ଶ୍ରମଜୀବୀ

ପାରାଦୀପ,୧ା୫(ସ୍ବ.ପ୍ର.): ପ୍ରତିବର୍ଷ ମେ ୧ ବା ଶ୍ରମିକ ଦିବସର ଅବବ୍ୟହିତ ପୂର୍ବରୁ ଶ୍ରମିକ ସମାବେଶ ପାଇଁ ଏକପ୍ରକାର ପ୍ରତିଯୋଗିତା ଚାଲେ। ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଅନ୍ୟୁନ…

8 years ago

ବାତ୍ୟା ଅପେକ୍ଷା ରାସାୟନିକ ଗ୍ୟାସ୍‌ ଟାଙ୍କି ଭୟ ଅଧିକ

ପାରାଦୀପ,୧ା୫(ସ୍ବ.ପ୍ର.): ଉପକୂଳ ଓଡ଼ିଶାବାସୀଙ୍କ ପାଇଁ ବାତ୍ୟା ସହଜାତ ଓ ଦେହଘଷା ହୋଇଗଲାଣି। ପ୍ରତିବର୍ଷ ପ୍ରାୟତଃ ଛୋଟବଡ଼ ବାତ୍ୟା ଏକାଧିକ ଥର ଆସୁଛି। କିନ୍ତୁ ସେଥିମଧ୍ୟରୁ ୧୯୯୯ ମହାବାତ୍ୟା…

8 years ago

ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’  ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି…

8 years ago