ଆମ ଜିଲା ଖବର

ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ବିଦ୍ୟାଭାରତୀ ପଣ୍ଡାଙ୍କ ଅଡୁଆ ବଢ଼ିଲା

କଟକ,୯ା୭: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀ ଏବଂ ଡିଏଫ୍‌ଓ ସଂଗ୍ରାମ ବେହେରାଙ୍କୁ ଝଟ୍‌କା ଲାଗିଛି। ଉଭୟଙ୍କ ପିଟିଶନ ଖାରଜ ହୋଇଯାଇଥିବାବେଳେ ହତ୍ୟା ମାମଲା…

10 months ago

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ସ୍କୁଲରେ ତାଲା: ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ତିହିଡି଼, ୯/୭(ସଞ୍ଜିତ ବଳ):ତିହିଡି଼ ବ୍ଲକ ଭାଟପଡ଼ା ପଞ୍ଚାୟତ ଅଧୀନ ଶଂଖିଡାସ୍ଥିତ ସରକାରୀ ପ୍ରାଥମିକ ସ୍କୁଲରେ ବୁଧବାର ପୂର୍ବାହ୍ନ ୧୦ଟାରେ ତାଲା ପକାଯିବା ସହ ଧାରଣା ଦିଆଯାଇଛି l…

10 months ago

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରି…

ଛତ୍ରପୁର,୯ା୭(ଦିଲ୍ଲୀପ ସାମଲ): ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ…

10 months ago

ବାଲେଶ୍ୱରରେ ଭାରତ ବନ୍ଦ ଡାକରା: ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଯାତ୍ରୀ ହନ୍ତସନ୍ତ

ବାଲେଶ୍ୱର,୯ା୭(ବାଞ୍ଛାନିଧି ଦେେ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର…

10 months ago

ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ବଲାଙ୍ଗୀର,୯ା୭(ସୁନୀଲ କୁମାର ମହାନ୍ତି): ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଦିଆଯାଇଥିବା ସର୍ବଭାରତୀୟ ବନ୍ଦ ଡାକରା ଯୋଗୁ ବଲାଙ୍ଗୀର ଜିଲାରେ ଜନଜୀବନ ବ୍ୟାହତ ହୋଇଛି। ବିଭିନ୍ନ…

10 months ago

ଶିକ୍ଷକଙ୍କୁ ରାସ୍ତାରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ

ଚିକିଟି,୯।୭(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲ୍ଲା କେ.ନୂଆଗାଁ ଥାନା ଇଲାକାରେ ଏବେ ଆଇନାଶୃଙ୍ଖଳା ବ୍ୟବସ୍ଥା ବିଗିଡିବାରେ ଲାଗିଛି। ବୁଧବାର ଜଣେ ଶିକ୍ଷକ ରାଜେଶ କୁମାର ପାତ୍ରଙ୍କୁ…

10 months ago

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ: ୩୦ ହଜାର ଟଙ୍କା ବଦଳରେ…

ଭୁବନେଶ୍ୱର,୯।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ…

10 months ago

ଷ୍ଟିୟରିଂ ଛାଡ ଆନ୍ଦୋଳନ: ଡ୍ରାଇଭରଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, ୯।୭(ପ୍ରେମାନନ୍ଦ ଖମାରୀ)-ଓଡ଼ିଶା ଡ୍ରାଇଭର ମହାସଂଘ ବିଭିନ୍ନ ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛି। ଏହି କ୍ରମରେ ବୁଧବାର ସକାଳୁ ବରଗଡ଼ ହଲଦୀପାଲି ଛକରେ ଡ୍ରାଇଭରମାନେ…

10 months ago

ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା: ୪ ଗେଟ୍‌ ବନ୍ଦ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍‌କୁ ବନ୍ଦ କରାଯାଇଛି। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଉଭୟ ପାଶର୍‌ବର ୨ଟି…

10 months ago

ଚକା ଜାମ୍‌: ରାଜପଥରେ ଅଟକିଛି ଶହ ଶହ ଗାଡ଼ି

ଭଦ୍ରକ,୯। ୭(ସନାତନ ରାଉତ)- କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା ରାଷ୍ଟ୍ର ବିରୋଧୀ ଏବଂ କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ…

10 months ago