ଆମ ଜିଲା ଖବର

ବ୍ୟବସାୟୀଙ୍କୁ ଡକାୟତି ଘଟଣାର ପର୍ଦ୍ଦାଫାଶ: ନଗଦ ୧ ଲକ୍ଷ ୧୨ ହଜାର ଟଙ୍କା ଜବତ, ୬ ଗିରଫ

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କେସିଙ୍ଗାର ଜଣେ ବ୍ୟବସାୟୀ ଡକାୟତି ଘଟଣାରେ କେସିଙ୍ଗା ପୋଲିସକୁ ସଫଳତା ମିଳିଛି। ୬ଜଣ ଡକାୟତକୁ ଗିରଫ କରିବା ସହ ସେମାନଙ୍କଠାରୁ ୧ ଲକ୍ଷ ୧୨…

11 months ago

ବିଶେଷଜ୍ଞଙ୍କ ବିନା ଚାଲିଛି ଡାକ୍ତରଖାନା

ବିଶ୍ରା, ୧୮ା୬ (ବଟକୃଷ୍ଣ ସ୍ବାଇଁ) ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ବିଶ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାହାନ୍ତି ବିଶେଷଜ୍ଞ ଡାକ୍ତର। ଫଳରେ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ରୋଗୀ ବହୁ ଅସୁବିଧାର ସମ୍ମୁଖୀନ…

11 months ago

ଉନ୍ନୟନ କାର୍ଯ୍ୟ ଠପ୍‌, ହୋଇପାରୁନି ବିଲ୍‌

ତେନ୍ତୁଳିଖୁଣ୍ଟି, ୧୮ା୬(ଚିଦାନନ୍ଦ ସାହୁ) ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ସଫଳ ରୂପାୟନ ନେଇ କର୍ମଚାରୀ ନିଯୁକ୍ତି କରାଯାଉଛି। କିନ୍ତୁ ଏବେ ଚାଲିଥିବା ଅମଲାଙ୍କ ଧର୍ମଘଟ ଓ…

11 months ago

ଡମ୍ପିଂ ୟାର୍ଡ ଭ୍ରମ ସୃଷ୍ଟି କରୁଛି ନୋଡାଲ ଆର୍‌ସିଡି ହାଇସ୍କୁଲ

ନବରଙ୍ଗପୁର, ୧୮ା୬(ସଦାଶିବ ପ୍ରହରାଜ) ୫-ଟି ମାଧ୍ୟମରେ ହାଇସ୍କୁଲଗୁଡ଼ିକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ରୂପାନ୍ତରଣ କରାଯାଉଛି। ଏହାର ରକ୍ଷଣାବେକ୍ଷଣ ଠିକ୍‌ ଭାବେ କରିବାକୁ ୫-ଟି ସଚିବ…

11 months ago

ଜଙ୍ଗଲରେ ହ୍ରାସ ପାଉଛି ବାଉଁଶ

ମାଲକାନଗିର, ୧୮ା୬(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ବାଲିମେଳା, ଚିତ୍ରକୋଣ୍ଡା, କାଲିମେଳା ଓ ମାଲକାନଗିରି ବନାଞ୍ଚଳରେ ପ୍ରାୟ ୨୦ ବର୍ଷ ପୂର୍ବରୁ ବିଭିନ୍ନ ଜଙ୍ଗଲରେ ବହୁ ପରିମାଣର ବାଉଁଶଗଛ…

11 months ago

ସରକାରଙ୍କ ଭତ୍ତା ଯୋଜନା ଭେଳିକି

ନୂଆଗାଁ, ୧୮ା୬ (ଧନେଶ୍ୱର ସାହୁ )୬୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧଙ୍କୁ ସରକାର ଭତ୍ତା ଦେଉଥିବା କଥା କହୁଛନ୍ତି । ହେଲେ ନୂଆଗାଁ ବ୍ଲକରେ ୬୪ ବର୍ଷର ବୃଦ୍ଧାବୃଦ୍ଧ…

11 months ago

ରେଳଧାରଣା କଡ଼ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୧୮ା୬(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ବ୍ରିଜ୍‌ ରେଳ ଧାରଣା କଡ଼ରେ ରବିବାର ଜଣେ ଅପରିଚିତ ବ୍ୟକ୍ତିଙ୍କ ମୃତଦେହକୁ ରେଳବାଇ ପୋଲିସ ଉଦ୍ଧାର…

11 months ago

ମୃତଦେହ ପରିବହନ ବ୍ୟବସ୍ଥାକୁ ଅଣଦେଖା

ନୟାଗଡ଼, ୧୮ା୬(ଲୋକନାଥ ମିଶ୍ର) ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୃତ ବ୍ୟକ୍ତିଙ୍କୁ ଘରକୁ ନେବା ପାଇଁ କୌଣସି ବ୍ୟବସ୍ଥା ନାହିଁ ା ସରକାର, ଜିଲା ପ୍ରଶାସନ, ସ୍ବାସ୍ଥ୍ୟ…

11 months ago

ଆନ୍ଧ୍ର ବିହନ ଉପରେ ନିର୍ଭର ଗଜପତି ଚାଷୀ

ପାରଳାଖେମୁଣ୍ଡି (ଗିରିଧାରୀ ପରିଚ୍ଛା), ୧୮ା୬: ଗଜପତି ଜିଲାର ଅଧାରୁ ଅଧିକ ଚାଷୀ ଆନ୍ଧ୍ରପ୍ରଦେଶର ଧାନ ବିହନ ଉପରେ ନିର୍ଭର କରୁଛନ୍ତି। ପ୍ରତ୍ୟେକ ବର୍ଷ ଓଡ଼ିଶା ପକ୍ଷରୁ ଯେତିକି…

11 months ago

ବିଞ୍ଝାରପୁର ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପ୍ରୀତିପୁର, ୧୮ା୬(ସୁଶାନ୍ତ ବେହୁରିଆ) ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ଅଞ୍ଚଳବାସୀ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡିଛି। ଏହି ବ୍ଲକର…

11 months ago