ଆମ ଜିଲା ଖବର

ଅସୁସ୍ଥ ମାଈହାତୀକୁ ଚିକିତ୍ସା ପାଇଁ ପଠାଗଲା କପିଳାସ ପ୍ରାଣୀ ଉଦ୍ୟାନ

ଢେଙ୍କାନାଳ,୧୭।୬(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ତଥା ଢେଙ୍କାନାଳ କପିଳାସ ରାସ୍ତାର ମେଘା ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖରୁ ଗୋଠଛଡ଼ା ହୋଇ ରହିଥିବା ୩ ବର୍ଷର…

11 months ago

ଶିମିଳିପାଳ ଅଭୟାରଣ୍ୟ: ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀ ମୃତ

ଠାକୁରମୁଣ୍ଡା,୧୭।୬ (ତାରାକାନ୍ତ ପଟ୍ଟନାୟକ): ଶିକାରୀଙ୍କ ଗୁଳିରେ ରକ୍ତରଞ୍ଜିତ ହୋଇପଡିଛି ଶିମିଳିପାଳ ଅଭୟାରଣ୍ୟ। ଶୁକ୍ରବାର ଅପରାହ୍ନରେ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଡିଭିଜନ ଅନ୍ତର୍ଗତ ଗାମଛାଚରଣ ବିଟ୍‌ ଅଞ୍ଚଳରେ ଶିକାରୀଙ୍କ…

11 months ago

ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୧୭।୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ରାମଚନ୍ଦ୍ର ସେନଙ୍କ ଘରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି…

11 months ago

ହାତୀ ଚଲାପଥରେ ପାଇପ

କେନ୍ଦୁଝର,୧୭ା୬(ନରେଶ ପଟ୍ଟନାୟକ) କେନ୍ଦୁଝର ଜିଲାରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ବୁଲୁଛନ୍ତି। ହାତୀ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାତାୟାତ ବେଳେ ପ୍ରଶସ୍ତ ରାସ୍ତାଘାଟ…

11 months ago

ଜଳ ଅଭାବରୁ ନଷ୍ଟ ହେଉଛି ଚାରା

କେନ୍ଦୁଝର,୧୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନରେ ଥିବା ପଦ୍ମପୁର ମେଗା ନର୍ସରିରେ ହଜାର ସଂଖ୍ୟାରେ ବିଭିନ୍ନ କିସମର ଚାରା ଶୁଖି ନଷ୍ଟହେବାକୁ ବସିଛି।…

11 months ago

ଯାତ୍ରୀ ବିଶ୍ରାମାଗାର ଜରାଜୀର୍ଣ୍ଣ

ବଅଁରପାଳ,୧୭ା୬(ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ଯାତ୍ରୀ ବିଶ୍ରାମାଗାର ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇ ରହିଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା…

11 months ago

୭୬ ବର୍ଷ ହେଲା ଭଡ଼ାଘରେ ଚାଲିଛି ଉପଡାକଘର

ଲାଠୋର,୧୭ା୬(ଭୁବନେଶ୍ବର ବାରିକ) ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ରୋଡ଼ରେ ରହିଥିବା ଉପଡାକଘର ୭୬ବର୍ଷ ହେଲା ଭଡ଼ା ଘରେ ଚାଲିଛି। ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କ ଦୃଷ୍ଟି…

11 months ago

କିଲୋ ପ୍ରତି ଆମ୍ବର ଦାମ୍‌ ୨.୭୫ ଲକ୍ଷ ଟଙ୍କା

ନୂଆପଡ଼ା,୧୭ା୬ (ମକାରୁ ବେମାଲ) ନୂଆପଡା ସଦର ମହକୁମାସ୍ଥିତ ଜିଲା ପରିଷଦ କାର୍ଯ୍ୟାଳୟ ପରିସରରେ ଓରମାସ ଓ ଜିଲା ପ୍ରଶାସନଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଆମ୍ବ ମେଳା ବା…

11 months ago

ପୁନରୁଦ୍ଧାର ହେଲାନି ଜଳଉତ୍ସ

ସୋନପୁର,୧୭ା୬(ମୃତ୍ୟୁଞ୍ଜୟ ଶତପଥୀ) ଜନସଂଖ୍ୟା ବୃଦ୍ଧି, ଭୂତଳ ଜଳସ୍ତର ହ୍ରାସ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜଳ ସଂରକ୍ଷଣକୁ…

11 months ago

ମିଶନ ଶକ୍ତି ପଦବୀ ଚୟନରେ ଅନିୟମିତତା

ଭବାନୀପାଟଣା,୧୭ା୬(ଉତ୍ତମ କୁମାର ଦାଶ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ମିଶନ ଶକ୍ତି ପକ୍ଷରୁ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଥିବା ପ୍ରାର୍ଥତ୍ନୀଙ୍କ ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।…

11 months ago