ଅନୁଗୋଳ

ହମ୍ପସ୍‌ ବଢ଼ାଉଛି ରାଜପଥରେ ଦୁର୍ଘଟଣା

କଣିହାଁ,୨୧।୩(ଡି.ଏନ.ଏ.): ୫୩ନଂ. ଜାତୀୟ ରାଜପଥର କଣିହାଁ ବ୍ଲକ ସଦର ମହକୁମା ଠାରେ ଏକ ନୂଆ ହମ୍ପସ୍‌ ନିର୍ମାଣ କରାଯାଇଛି। ହେଲେ ନିୟମ ଅନୁସାରେ ଗାଡ଼ି ଚାଳକଙ୍କ ଅବଗତି…

4 years ago

ଆଠମଲ୍ଲିକରେ ସମ୍ମାନର ଲଢ଼େଇ

ବଇଣ୍ଡା,୨୧।୩(ଡି.ଏନ.ଏ.): ଆଠମଲ୍ଲିକ ଏନ୍‌ଏସି ସ୍ଥାପନ ପରଠାରୁ ୪ଥର ପୌର ନିର୍ବାଚନ ହୋଇଛି। ସେଥିରୁ ୩ଥର କଂଗ୍ରେସ ଓ ଥରଟିଏ ବିଜେଡି ଏନ୍‌ଏସି ଦଖଲ କରିବାରେ ସଫଳ ହୋଇଛି। ତେବେ…

4 years ago

ଡ୍ରେନ୍‌ ସମସ୍ୟାର ସମାଧାନ ନାହିଁ

ଅନୁଗୋଳ ଅଫିସ,୧୮ା୩- ଅନେକଥର ପୌର ନିର୍ବାଚନ ହେଲାଣି। କେତେ କାଉନସିଲରଙ୍କ କାର୍ଯ୍ୟକାଳ ସରିଲାଣି। ହେଲେ ଅନୁଗୋଳ ପୌର ପରିଷଦର ୧୯ନଂ. ଓ୍ବାର୍ଡ ଏବେ ବି ଅବହେଳିତ ଅବସ୍ଥାରେ…

4 years ago

ଦୋଳରେ ଦୁଲୁକାଇବ ଦୁଲ୍‌ଦୁଲ

ଖମାର,୧୮ା୩(ଡି.ଏନ.ଏ.) ୨ବର୍ଷ ହେଲା କୋଭିଡ୍‌ କାରଣରୁ ଦୋଳ ଓ ହୋଲି ପର୍ବ ଫିକା ପଡ଼ିଯାଇଥିଲା। ହେଲେ ଏବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଚଳିତବର୍ଷ ଧୁମ୍‌ଧାମରେ ଦୋଳ ଉତ୍ସବ…

4 years ago

ରାଜ୍ୟ ବାହାରୁ ଆସିବେ କଳାକାର

ଅନୁଗୋଳ ଅଫିସ,୧୭ା୩: କରୋନା ମହାମାରୀ ସଂକ୍ରମଣ କାରଣରୁ ଗତ ୨ବର୍ଷ ହେଲା ଅନୁଗୋଳ ଜିଲା ମହୋତ୍ସବ ଆୟୋଜନ ହୋଇପାରି ନ ଥିଲା। ହେଲେ ଚଳିତବର୍ଷ ଏହା ଧୁମ୍‌ଧାମରେ ଆୟୋଜନ…

4 years ago

ନିର୍ମାଣ ହେଉନି ପ୍ରାଣୀ ଚିକିତ୍ସାକେନ୍ଦ୍ର

ବଇଣ୍ଡା,୧୭ା୩(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡାଠାରେ ନୂତନ ପ୍ରାଣୀ ଚିକିତ୍ସାକେନ୍ଦ୍ର ନିର୍ମାଣ ହେଉନାହିଁ। ଫଳରେ ରୋଗରେ ପଡ଼ୁଥିବା ବହୁ ସଂଖ୍ୟକ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ହୋଇପାରୁ ନାହିଁ। ଏ…

4 years ago

ଆଖିଦୃଶିଆ ଉନ୍ନୟନ ହେଉ

ଅନୁଗୋଳ ଅଫିସ,୧୭ା୩: ପୌର ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଅନୁଗୋଳ ସହର। ଓ୍ବାର୍ଡର ଘର ଘର ବୁଲି ଭୋଟରଙ୍କୁ ଭେଟୁଛନ୍ତି ନଗରପାଳ ଓ କାଉନସିଲର ପ୍ରାର୍ଥୀ। ଏଥିସହ ବର୍ଷ…

4 years ago

କମରେଇ ଜଙ୍ଗଲ ଜଳୁଛି

ବଇଣ୍ଡା,୧୬।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା କମରେଇ ଜଙ୍ଗଲ ୨ ଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉ…

4 years ago

‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩ ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା ଭାଜପା…

4 years ago

ବଇଣ୍ଡାରେ ଫଗୁଦଶମୀ

ବଇଣ୍ଡା,,୧୫।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିର ପରିସରରେ ରବିବାର ରାଧାକୃଷ୍ଣଙ୍କ ଫଗୁ ଦଶମୀ ନୀତି ପାଳିତ ହୋଇଯାଇଛି। ପୂଜକ ମଦନ ମୋହନ ମିଶ୍ର ପୂଜା କରିଥିବାବେଳେ…

4 years ago