ଅନୁଗୋଳ ଅଫିସ, ୧୦ା୫: ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ରୋକି ହେଉନାହିଁ। କିଛିଦିନ ହେଲା ଲଗାତର ଭାବେ ଜିଲାରୁ ଦୈନିକ ୫ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ…
ବଇଣ୍ଡା,୧୦ା୫(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି। ଗତ…
ଖମାର, ୯।୫ - କରୋନା ମହାମାରୀ ଆତଙ୍କ ଭିତରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଖାଉଟିଙ୍କୁ କନ୍ଦାଇଲାଣି। ଗତ ସପ୍ତାହକ ଭିତରେ ରାଶନ, ପରିବା ସମେତ ସମସ୍ତ ନିତ୍ୟ…
ଛେଣ୍ଡିପଦା,୮।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଝି ଗୋହିରାପଶି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିବା ପରେ କରୋନା…
ବଇଣ୍ଡା,୭ା୫(ଡି.ଏନ.ଏ.) ଗ୍ରାମାଞ୍ଚଳର ଲୋକଙ୍କୁ ପାଇପ୍ ପାଣି ଯୋଗାଇ ଦେବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପ୍ରକଳ୍ପମାନ ନିର୍ମାଣ କରୁଛନ୍ତି। ଏଥିପାଇଁ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିଲେ…
ଅନୁଗୋଳ ଅଫିସ,୫ା୫ - ଲକ୍ଡାଉନ୍ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍ଠାକ୍ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି ଅଧିକ…
ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି।…
ଅନୁଗୋଳ ଅଫିସ, ୩ା୫: କରୋନା ସଂକ୍ରମଣ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରିଛନ୍ତି। ମାସ୍କ, ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଲୋକଙ୍କ ଠାରୁ ଜରିମାନା…
ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା ଜିଲାବାସୀଙ୍କୁ…
ଅନୁଗୋଳ ଅଫିସ, ୩୦।୪ ଅନୁଗୋଳ ଜିଲାରେ କରୋନା ସଂକ୍ରମଣକୁ କିପରି ହ୍ରାସ କରାଯାଇ ପାରିବ ତାହା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଥିବା ବେଳେ ଏବେ ଆଗକୁ ଆସିଛି…