ଅନୁଗୋଳ

ପ୍ରାଣୀ ଚିକିତ୍ସାକୁ ଦିଆଯାଉନି ପ୍ରାଧାନ୍ୟ

ଖମାର,୧୮ା୨:  ଗ୍ରାମାଞ୍ଚଳର ଅର୍ଥନୀତିକୁ ଆଗକୁ ନେବାରେ ପ୍ରାଣୀଧନଙ୍କ ପ୍ରମୁଖ ଭୂମିକା ରହିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରାଣୀଧନ ପାଳନ ନିମନ୍ତେ ବିଭିନ୍ନ ଯୋଜନାରେ ଯୁବତୀ ଯୁବକମାନଙ୍କୁ ପ୍ରୋତ୍ସାହନ ଯୋଗାଇ…

5 years ago

ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ

ମାଧପୁର/ ଆଠମଲ୍ଲିକ,୧୭ା୨ - ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦ ଜିଲା…

5 years ago

ପୈଠକରୁ ପଞ୍ଚାୟତ

ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍‌ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ…

5 years ago

ଶିଳ୍ପଜିଲା ହେବ ସୌନ୍ଦର୍ଯ୍ୟମୟ

ଅନୁଗୋଳ ଅଫିସ, ୧୫।୨( ଅମିତ କୁମାର ସାମଲ):  ପ୍ରକୃତିକୁ ଉପଭୋଗ କରିବାକୁ ଅନୁଗୋଳ ଆସୁଥିବା ପର୍ଯ୍ୟଟକ କେବଳ ସାତକୋଶିଆ ବୁଲି ଫେରିବେ ନାହିଁ। ଡେରଜାଙ୍ଗ ଡ୍ୟାମ୍‌ର ଆକର୍ଷଣ…

5 years ago

ବଳ ଯାହାର ବୁଢ଼ାପଙ୍କ ତାହାର

ବଅଁରପାଳ,୧୫ା୨: ଅନୁଗୋଳ ଇତିହାସରେ ଗଡ଼ ବୁଢ଼ାପଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଏହା ଥିଲା ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ଅଭେଦ୍ୟ ଦୁର୍ଗ। କିନ୍ତୁ ବ୍ରିଟିଶ୍‌ ଶାସନ ସମୟରେ ଏହାକୁ…

5 years ago

ବାଉଁଶ ବିନ୍ଧାଣି ‘ଭାଗୀରଥି ସାର୍‌’

କାମାକ୍ଷାନଗର, ୧୫।୨(ସୁଧୀର କୁମାର ପରିଡ଼ା):  ବାଉଁଶରୁ କାରିଗରି। ଡ୍ରେସିଂ ଟେବୁଲ, ଫୁଲଦାନି, ପେନ୍‌ଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ଘରସଜ୍ଜା ଉପକରଣ। ଦେଖିଲେ ଆଖି ଲାଖିଯିବ। ନିର୍ଜୀବ ବାଉଁଶରୁ…

5 years ago

କ୍ଷତି ସହୁଛନ୍ତି ବିସ୍ଥାପିତ

ବନ୍ତଳା,୧୫ା୨: ଡେରଜାଙ୍ଗ ଡ୍ୟାମ୍‌ବୁଡ଼ି ଅଞ୍ଚଳର ୩୦ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାର ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଗୁରଙ୍ଗ କରଡ଼ାବଣିରେ ଥଇଥାନ କରିଥିଲେ। ଘର ପାଇଁ ଜାଗା ସହ…

5 years ago

ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ…

5 years ago

ଡଙ୍ଗାରେ ନଦୀ ପାର ହେଉଥିବା ସମୟରେ ଭାସିଗଲେ

କଣିହାଁ,୧୪।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଟିକିରା ନଦୀରେ କରଡେଇ ଘାଟରେ ଡଙ୍ଗାରେ ପାର ହେଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇ ନିଖୋଜ ଥିବା ଜଣାପଡ଼ିଛି। ତାଙ୍କ ନାମ…

5 years ago

କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ

ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ…

5 years ago