ଖମାର, ୨୨ା୮ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାରରେ ଥମୁନି ହାତୀ ଉପଦ୍ରବ। ବାରମ୍ବାର ଗଁା ନିକଟକୁ ଆସି ଧନ ଜୀବନ ନଷ୍ଟ କରୁଥିବାବେଳେ ଶୁକ୍ରବାର ପୁଣି…
ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ ଜାତୀୟସ୍ତରରେ…
ବଅଁରପାଳ,୨୧ା୮(ଡି.ଏନ.ଏ.) ସାଧାରଣତଃ ଚୈତ୍ର ମାସରେ ଦଣ୍ଡଯାତ୍ରା ଅନୁଷ୍ଠିତ ହୋଇଥାଏ। ଶିବଙ୍କ ଉପାସନା ପୂର୍ବକ ଦଣ୍ଡୁଆମାନେ ବ୍ରତ ପାଳନ କରିବା ସହ ଧୂଳିଦଣ୍ଡ, ପାଣିଦଣ୍ଡ ପ୍ରଦର୍ଶନ କରିଥାନ୍ତି। ରାତିରେ…
ଅନୁଗୋଳ ଅଫିସ୍, ୨୦।୮: ଗଣେଶ ପୂଜାରୁ ଆରମ୍ଭ ହେଉଥିବା ପୂଜାଋତୁ ଚଳିତବର୍ଷ ଫିକା ପଡ଼ିବ। କରୋନା କଟକଣା ପାଇଁ ଆସନ୍ତା ୨୨ ତାରିଖରେ ହେବାକୁ ଥିବା ବିଘ୍ନରାଜ…
ବଇଣ୍ଡା, ୧୯ା୮(ଡି.ଏନ.ଏ.) - ଜଙ୍ଗଲିଆ ଗଁ। ଭାବି ପ୍ରଶାସନ ଯେଉଁ ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ହେଲା ଅବହେଳା କରିଆସିଥିଲା ସେହି ଗ୍ରାମବାସୀ ଓ ଯୁବଗୋଷ୍ଠୀ ସ୍ବାଧୀନତା ଦିବସ ଅବସରରେ…
ଅନୁଗୋଳ ଅଫିସ୍, ୧୯ା୮ - ପାର୍ବଣ ସମୟ ପାଖେଇ ଆସିଲେ ନୂତନ ରୂପ ନିଏ ନାଟମଣ୍ଡପ। ବର୍ଷାଋତୁର ବିରତି ସାରି ମଞ୍ଚକୁ ଫେରେ ନାଚ। ନୂଆ ନୂଆ…
ବଅଁରପାଳ, ୧୮ା୮ ଗଁ। ସଂସ୍କୃତିରେ ଧର୍ମୀୟ ପ୍ରଲେପ ଦିଏ ସଂକୀର୍ତ୍ତନ। ଏକ ପବିତ୍ର ଧାରା ସୃଷ୍ଟି କରେ ମଣିଷ ମନରେ। ଭାଇଚାରା ଓ ଏକତାର ବନ୍ଧନକୁ ଆହୁରି…
ମାଧପୁର,୧୭ା୮(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ ଏବଂ ପୁରୁଣାମାନତ୍ରୀ ପଞ୍ଚାୟତକୁ ସୋମବାରଠାରୁ ୩ ଦିନ ପାଇଁ ସ୍ଥାନୀୟ ସରପଞ୍ଚ ଦ୍ୱୟ ଶଟ୍ଡାଉନ୍ ଘୋଷଣା…
ଅନୁଗୋଳ ଅଫିସ୍, ୧୫।୮ - ଅନୁଗୋଳ ସହରର ଦୁଇଟି ଏଟିଏମ୍ କାଟି ପାଖାପାଖି ୨୮ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଏହି…
ଅମିତ କୁମାର ସାମଲ ଅନୁଗୋଳ ଅଫିସ୍, ୧୫।୮ - ସ୍ବାଧୀନତାର ୭୪ ବର୍ଷ ଅବସରରେ ସେହି ସଂଗ୍ରାମ ଓ ସଂଗ୍ରାମୀଙ୍କୁ ମନେ ପକାଉଛି ଅନୁଗୋଳର ମାଟି। ଏବେ…