ଅନୁଗୋଳ

୬୬୦ ହେକ୍ଟରକୁ ମାଡୁନି ପାଣି

ବଅଁରପାଳ,୩୦ା୭(ଡି.ଏନ.ଏ.) ପ୍ରବାସୀ ଶ୍ରମିକମାନଙ୍କ ଘର ବାହୁଡ଼ାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଚାଷ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ଅଭାବରୁ ଅନେକ ସ୍ଥାନରେ…

6 years ago

ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି।…

6 years ago

ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ

ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ…

6 years ago

ଅନୁଗୋଳ ଜିଲାରେ ପ୍ରଥମ ହେବାକୁ ନ ଥିଲା ଆଶା: ଟପ୍ପର କହିଲେ କିଛି ଏମିତି କଥା

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାର ଛାତ୍ର ସୌମ୍ୟରଞ୍ଜନ ସାମନ୍ତ ଚଳିତ…

6 years ago

ଅନୁଗୋଳ ପାଇଁ ଗୌରବ ଆଣିଲେ ସୋମ୍ୟରଞ୍ଜନ: ହେଲେ ଜିଲା ଟପ୍ପର

ଅନୁଗୋଳ ଅଫିସ,୨୯।୭: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ଛାତ୍ର ସୌମ୍ୟରଂଜନ ସାମନ୍ତ ସର୍ବାଧିକ ନମ୍ବର ରଖି…

6 years ago

ମାଟ୍ରିକ୍‌ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର…

6 years ago

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା…

6 years ago

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ…

6 years ago

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ…

6 years ago

ଦୋକାନରେ ତାଲା, ଘରେ ବେପାର

ଅନୁଗୋଳ ଅଫିସ୍‌, ୨୮।୭ ଅନୁଗୋଳରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ପ୍ରହସନ ପାଲଟିଛି ଲକ୍‌ଡାଉନ୍‌ କଟକଣା। ସକାଳୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା…

6 years ago