ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍କୋ ଡିଜିଏମ୍ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ ହେଉଥିଲେ।…
ଅନୁଗୋଳ ଅଫିସ, ୩୦।୬ କରୋନା ସମୟରେ ବେରୋଜଗାର ଓ ଶ୍ରମିକମାନଙ୍କୁ ରୋଜଗାର ଦେବାକୁ ସରକାର ବିଭିନ୍ନ ଯୋଜନା ଜରିଆରେ ଟଙ୍କା ବିନିଯୋଗ କରୁଥିବାବେଳେ ସହରାଞ୍ଚଳକୁ ଗୁରୁତ୍ୱ ଦେଇଛନ୍ତି।…
ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି।…
ଅନୁଗୋଳ ଅଫିସ, ୨୮ା୬: ଚଲାପଥ ଛାଡ଼ି ହାତୀ ଜନବସତି ଆଡ଼େ ଯାଉଥିଲେ ଏବେ ଆଗୁଆ ସତର୍କ କରିହେବ ଲୋକଙ୍କୁ। ଏହାଦ୍ୱାରା ହାତୀ ସହ ମଣିଷର ମୁହାଁ ମୁହିଁ କୁ…
ଅନୁଗୋଳ ଅଫିସ, ୨୭।୬ - ଲକ୍ଡାଉନ ବେଳେ ସିଲ୍ ହୋଇଥିବା ଅନୁଗୋଳ କରଡାଗାଡିଆସ୍ଥିତ ମଦ ଭାଟିରେ ଚୋରା କାରବାର ଅଭିଯୋଗରେ ଗତ ଏପ୍ରିଲ୍ ୨୩ ବିଳମ୍ବିତ ରାତିରେ…
ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍ (ଜିଇଡି)ଠାରୁ ସ୍ଥିରୀକୃତ କରା…
ଖମାର,୨୭ା୬ - କୋଡି କୋଦାଳ ଧରି ମାଟି ହାଣିବା ପରି ଶରୀର ହୋଇନି। ମୂଲ ଖଟିବାର ବୟସ ଆସିନାହିଁ। ପରିବାର ବୋଝ ଉଠାଇବାର ସମୟ ମଧ୍ୟ ନୁହେଁ।…
ଅନୁଗୋଳ ଅଫିସ, ୨୬।୬ ରୋଗୀଙ୍କୁ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ ଶୀତତାପ ନିୟନ୍ତ୍ରକ (ଏସି) ଲଗାଯାଇଥିଲା। ଜିଲା ଖଣିଜ ପାଣ୍ଠି (ଡିଏମ୍ଏଫ୍)ରୁ ଏଥିପାଇଁ…
ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୨…
ଅନୁଗୋଳ ଅଫିସ/ ବନ୍ତଳା, ୨୫।୬- ଏକ ଓଭରହେଡ୍ ପାଣି ଟାଙ୍କି ନିର୍ମାଣ ପାଇଁ ଜଣଙ୍କ ଘର ଭାଙ୍ଗିଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଗୁରୁବାର ଅନୁଗୋଳ ବ୍ଲକ ଶରଧାପୁର…