ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଷ୍ଟାଡିୟମ ପରିସରରେ ରହୁଥିବା ଜଣେ ଯାଯାବର ବୃଦ୍ଧ କାର୍ତ୍ତିକା ସେକରା(୭୫)ଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଖାଦ୍ୟାଭାବ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା…
ବଅଁରପାଳ, ୨୯ା୫(ଡି.ଏନ.ଏ.)- ନାଲ୍କୋ ଆଶପଣ୍ଡରୁ ଗୁରୁବାର ପାଉଁଶଗୁଣ୍ଡ ଉଡିବାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଇଦେଇଛି। ପ୍ରତିବାଦରେ କୁକୁଡାଙ୍ଗ…
ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ…
ଅନୁଗୋଳ ଅଫିସ, ୨୯।୫- କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ୩୦ ତାରିଖ ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ…
ଅନୁଗୋଳ ଅଫିସ, ୨୯ା୫ - ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ ଏଠାରେ…
ବଇଣ୍ଡା, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା କୋରାବ ଗ୍ରାମର ଏକ ପରିବାରର ୫ ଜଣ ସଦସ୍ୟଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଭୁଜାଲିରେ ଆକ୍ରମଣ କରାଯାଇଥିବା…
କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ ରାସ୍ତାରେ…
ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍ ଭ୍ୟାନକୁ ଧକ୍କା ଦେଲା…
ଅନୁଗୋଳ ଅଫିସ, ୨୮।୫ - ଅନୁଗୋଳ ରେଳ ଷ୍ଟେଶନ ପରିସରରେ ଏଣେତେଣେ ପଡ଼ିଛି କେତେକ ବ୍ୟବହୃତ ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁମେଣ୍ଟ ବା ପିପିଇ। ଏହାକୁ ନେଇ ରେଳ…
ଅନୁଗୋଳ ଅଫିସ, ୨୭।୫- ତତଲା କଡ଼େଇ ପାଲଟିଛି ଅନୁଗୋଳ। ବୁଧବାର ୪୩.୭ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଉତ୍ତପ୍ତ ସହର ତାଲିକାରେ ଅନୁଗୋଳ ସର୍ବାଗ୍ରେ ଥିବାରୁ ଦିନ…