ଅନୁଗୋଳ

ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଅନୁଗୋଳ ଅଫିସ, ୧୯।୫- ଅନୁଗୋଳ ସେସୁ ଅଧୀନ ଠିକା ସଂସ୍ଥା ଏନ୍‌ଜେନ୍‌ ଜରିଆରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ, ନୂତନ କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଯିବା ପ୍ରତିବାଦରେ ବାବା…

6 years ago

ମା’ଙ୍କୁ ପିଟି ହତ୍ୟା: ପୁଅ ଗିରଫ

ବଇଣ୍ଡା, ୧୯ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ସାହାଜବାହାଳୀ ଗ୍ରାମରେ ସୋମବାର ଅପୂର୍ଣ୍ଣା ବେହେରା(୬୦)ଙ୍କୁ ତାଙ୍କ ପୁଅ ଆର୍ତ୍ତତ୍ରାଣ ବେହେରା ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ…

6 years ago

ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ସହ ଗ୍ୟାସ ଟ୍ୟାଙ୍କର ଧକ୍କା: ଜଣେ ମୃତ, ୧୦ ଆହତ

ବଇଣ୍ଡା,୧୯।୫(ଡି.ଏନ୍‌.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡା ହାଇସ୍କୁଲ ନିକଟରେ ମଙ୍ଗଳବାର ସକାଳେ ପ୍ରବାସୀଙ୍କୁ ନେଇ କୋଲକତା ଯାଉଥିବା ଏକ ବସ୍‌ ସହ ଗ୍ୟାସ ବୋଝେଇ…

6 years ago

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ ପହଞ୍ଚିଛି।…

6 years ago

ଗାଡ଼ିରେ ଛାଡ଼ିଦେଲେ, ଆଣିଲେନି

ଅନୁଗୋଳ ଅଫିସ, ୧୯।୫ ମହାମାରୀ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲାରେ ୧୮୬ ପାରା ମେଡିକାଲ ଷ୍ଟାଫ୍‌ଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୪୦ ଜଣ…

6 years ago

ନୂଆଙ୍କୁ ନେଇ ଚିନ୍ତାରେ ପୁରୁଣା

ଅନୁଗୋଳ ଅଫିସ, ୧୯।୫ ସ୍ବାବ୍‌ ସଂଗ୍ରହରେ ବିଳମ୍ବକୁ ନେଇ ଅନୁଗୋଳ ଜିଲାର କେତେକ ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ ଦେଖାଦେଇଛି। ବିଶେଷକରି ଉକ୍ତ କେନ୍ଦ୍ରଗୁଡ଼ିକରେ ଥିବା କେତେଜଣ ପ୍ରବାସୀଙ୍କ…

6 years ago

ଏନ୍‌ଜେନ କର୍ମଚାରୀଙ୍କ ଆନ୍ଦୋଳନ

ବଇଣ୍ଡା, ୧୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ସମସ୍ତ ଏନ୍‌ଜେନ କର୍ମଚାରୀ ସୋମବାର କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଏନ୍‌ଜେନ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ। ଏଥିସହ ବଇଣ୍ଡା (ସବ୍‌ଡିଭିଜନ)…

6 years ago

ଜିଲା ବାହାର ବ୍ୟକ୍ତିଙ୍କୁ ବିରୋଧ

ଛେଣ୍ଡିପଦା,୧୮।୫(ସ୍ବ.ପ୍ର.)- ଖୋର୍ଦ୍ଧା ଜିଲାର ଜଣେ ବ୍ୟକ୍ତି ସୋମବାର ଛେଣ୍ଡିପଦା ବ୍ଲକ କୁକୁରପେଟା ପଞ୍ଚାୟତ କୁବିହାରିପୁର ଗଁାକୁ ଯାଇଥିବା ବେଳେ ଗ୍ରାମବାସୀ ଜୋରଦାର ବିରୋଧ କରିଥିଲେ। ତାଙ୍କୁ ସରକାରୀ…

6 years ago

ସମ୍ପର୍କ ବାନ୍ଧିଛି ଶିକୁଳି

ଆଠମଲ୍ଲିକ,୧୮ା୫ (ଜୟଗୋପାଳ ଷଡ଼ଙ୍ଗୀ):  ବେରୋଜଗାର ସ୍ବାମୀ ରୋଗଗ୍ରସ୍ତ ହେବା ପରେ ଦୋହଲିଯାଇଥିଲା ନୀଳିମାଙ୍କ ମାନସିକ ସ୍ଥିତି। ସେବେଠୁ ବାହାରେ ବୁଲାବୁଲି କରୁଥିବା ନୀଳିମା ଶେଷରେ ପହଞ୍ଚି ଯାଇଥିଲେ ବଡ଼…

6 years ago

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି ସରକାରଙ୍କ…

6 years ago