ଅନୁଗୋଳ ଅଫିସ, ୨୯।୩ - କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ…
ତାଳଚେର, ୨୯।୩(ନି.ପ୍ର.) - କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି…
ଅନୁଗୋଳ ଅଫିସ୍, ୨୮ା୩- ବାହାରୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନ ବା ସଙ୍ଗରୋଧରେ ରହିବାକୁ ବାରମ୍ବାର ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଉଥିଲେ ମଧ୍ୟ ଏହାକୁ ଅନେକେ ମାନୁ…
ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଶନିବାର ଚେରଖଣ୍ଡି ଗ୍ରାମର ଶିକ୍ଷକ ମାନସ…
ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ଥିବାବେଳେ ବିଭିନ୍ନ ସ୍ଥାନରେ ଲୋକେ ଗାଁକୁ ଯିବାଆସିବା ରାସ୍ତାରେ ବାଡ଼ ଦେଇ ବାଟ ଅବରୋଧ କରିଥିବା ଅଭିଯୋଗ ହୋଇଛି…
ପାଲଲହଡ଼ା, ୨୭।୩ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡା ବିଧାୟକ ମୁକେଶ କୁମାର ପାଲ ତାଙ୍କର ଆଗାମୀ ୩ ମାସର ଦରମା (ବେସିକ ସାଲାରି) ବାବଦ ୧ଲକ୍ଷ ୫ହଜାର…
ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ…
ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା ଥାନା…
ଅନୁଗୋଳ ଅଫିସ, ୨୭।୩: ଲକ୍ଡାଉନ୍ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର…
ବଅଁରପାଳ,୨୭ା୩(ଡି.ଏନ.ଏ.):ନାଲ୍କୋ କଲୋନୀର ବିଭିନ ସ୍ଥାନରେ ଶୁକ୍ରବାର ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। କୋଅପରେଟିଭ ଛକ, ଜଗନ୍ନାଥ ମନ୍ଦିର ଛକ, ୩ ମହଲା ଛକରେ ସିଆଇଏସ୍ଏଫ୍ ସହାୟତାରେ ଏହି…