ଅନୁଗୋଳ

ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ

ଅନୁଗୋଳ ଅଫିସ୍‌, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ…

6 years ago

କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ

ଅନୁଗୋଳ ଅଫିସ୍‌, ୨୨।୩ - କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ…

6 years ago

ଲକ୍‌ଡାଉନ୍‌ ହେଲା ଅନୁଗୋଳ ଜିଲା

ଅନୁଗୋଳ ଅଫିସ୍‌, ୨୨।୩ - ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ…

6 years ago

ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା

ବଇଣ୍ଡା,୨୨।୩(ଡି.ଏନ.ଏ.) - କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ…

6 years ago

ବାହାରୁ ଆସିଥିବା ଲୋକଙ୍କୁ ନେଇ ଭୟ

ଅନୁଗୋଳ ଅଫିସ୍‌, ୨୧।୩ କରୋନାକୁ ନେଇ କଟକଣା ବଢ଼ୁଥିବା ବେଳେ ସହରଠାରୁ ଗଁା ଯାଏ ସବୁଠି ଏବେ ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ଏପରି କି ସଂକ୍ରମଣର…

6 years ago

୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା

ଅନୁଗୋଳ ଅଫିସ୍‌, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ…

6 years ago

କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ

ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ…

6 years ago

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ…

6 years ago

ମାଈ ହାତୀ ମୃତଦେହ ଉଦ୍ଧାର

ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ…

6 years ago

ବିବାଦୀୟ ସ୍ଥାନରେ ଦୋକାନ ଅନୁମତି

ଅନୁଗୋଳ ଅଫିସ୍‌, ୧୯।୩: ଅନୁଗୋଳ ବସ୍‌ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା ଅଭିଯୋଗ…

6 years ago