ବଇଣ୍ଡା,୩।୩(ଡି.ଏନ.ଏ.)-ଅନୁଗୋଳ ଜିଲା କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ହଣ୍ଡପା ଥାନା କମରେଇ ନିକଟରେ ମଙ୍ଗଳବାର ଅପରାହ୍ନ ୪.୩୦ରେ ଏକ ପ୍ରୋପେନ ଗ୍ୟାସ ବୋଝେଇ ଟ୍ୟାଙ୍କର( ନଂ.…
ଅନୁଗୋଳ ଅଫିସ୍, ୩।୩ ରାଜ୍ୟରେ ସଂଶୋଧିତ ମୋଟରଯାନ ନିୟମ କଡାକଡି ଲାଗୁ ହେବା ପରେ ପୋଲିସ ଓ ଆର୍ଟିଓ ପକ୍ଷରୁ ଜୋରଦାର ଧରପଗଡ ଚାଲିଛି। ଅନୁଗୋଳରେ ମଧ୍ୟ…
ବଅଁରପାଳ, ୩ା୩(ଡି.ଏନ.ଏ.) ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି ଠିଆ…
ଅନଗୁଳ ସହର, ୩ା୩ ଅନୁଗୋଳ ସହର ହୁଲୁରିସିଙ୍ଗା ଜେମାଦେଈପୁର କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା। ଦୀର୍ଘ ବର୍ଷ ଧରି ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୪୦ ଗରିବ…
ଅନୁଗୋଳ ଅଫିସ୍, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି…
ବଇଣ୍ଡା,୩।୩ (ଡି.ଏନ.ଏ.) - ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍ ଓ ପଛ ଡୋର୍ ଭାଙ୍ଗି…
ବଇଣ୍ଡା,୨।୩(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉ ନ ଥିବା ବେଳେ ଏବେ ଅସ୍ଥାୟୀ ରାସ୍ତାରେ ବଢ଼ୁଛି ଦୁର୍ଘଟଣା। ଅନେକ ସ୍ଥାନରେ ବଡ଼ ବଡ଼…
ଛେଣ୍ଡିପଦା,୨ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ମୁଖାପିନ୍ଧି ଆସିଥିବା ୬ଜଣ ଦୁର୍ବୃତ୍ତ ଜଣେ ପୂଜକଙ୍କ ଘରେ ପଶି…
ଅନୁଗୋଳ ଅଫିସ,୨।୩ - ମତ୍ସ୍ୟ ଚାଷ ପାଇଁ ଅନୁଗୋଳ ଜିଲାର ଚାଷୀଙ୍କ ମଧ୍ୟରେ ଆଗ୍ରହ ଥିଲେ ବି ସେମାନଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ। ଆବଶ୍ୟକସ୍ଥଳେ ବ୍ୟାଙ୍କ ଋଣ…
ବଇଣ୍ଡା,୨।୩(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରପାଳ ପଞ୍ଚାୟତ କେନ୍ଦୁନାଳୀ ଗ୍ରାମରେ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ହୋଇପାରୁ ନାହିଁ। ଅର୍ଥ ମଞ୍ଜୁର ହୋଇ ପଡ଼ି ରହିଥିଲେ ବି ନିର୍ମାଣ…