ଅନୁଗୋଳ

ବିଷାକ୍ତ ଖାଦ୍ୟ ନେଲା ମାଖନ ହାତୀ ଜୀବନ

ବନ୍ତଳା, ୫।୧(ଡି.ଏନ.ଏ.)-ଅନୁଗୋଳ ବନଖଣ୍ଡ ପୁପୁଣ୍ଡା ସେକ୍ସନ ବିଟ୍‌ ଅଧୀନ ବୃନ୍ଦାବନପୁର ଗ୍ରାମରୁ ରବିବାର ସକାଳେ ଏକ ମାଖନ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତହାତୀର ଆନୁମାନିକ ବୟସ…

6 years ago

ଶ୍ରୀ ଜଂଘା ବଡ଼ଦେଓ ବାର୍ଷିକ ପୂଜା: ବିଧାୟକଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଚର୍ଚ୍ଚା

ବଇଣ୍ଡା, ୫।୧(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଆମ୍ବଶରମୁଣ୍ଡା ଗ୍ରାମରେ ରବିବାର ଅନୁଷ୍ଠିତ ଶ୍ରୀ ଜଂଘା ବଡ଼ଦେଓଙ୍କ ବାର୍ଷିକ ପୂଜା ଉତ୍ସବରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ…

6 years ago

ପୌରପାଳିକା ସ୍କ୍ବାଡ୍‌ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ

ଅନୁଗୋଳ ଅଫିସ, ୫।୧ - ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ କରାଯାଇଛି।…

6 years ago

କାନ୍ଥରେ ଝୁଲିଲା ଫଟୋ, ମିଳିଲା ଗିଫ୍ଟ : ମାଷ୍ଟର୍ସ ସେଫ୍‌ରେ କାକରା କରି ସ୍ମୃତିଶ୍ରୀ ପ୍ରଶଂସିତ

ଅନୁଗୋଳ ଅଫିସ, ୫।୧ - ଷ୍ଟାର ପ୍ଲସ୍‌ର ରିୟଲିଟି ଶୋ’ ମାଷ୍ଟର୍ସ ସେଫ୍‌ରେ ଶନିବାର ଶ୍ରେଷ୍ଠ ଡିସ୍‌ ବନାଇ ବିଚାରକଙ୍କ ମନ ଜିଣିଛନ୍ତି ଅନୁଗୋଳର ଝିଅ ସ୍ମୃତିଶ୍ରୀ…

6 years ago

ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ

ବନ୍ତଳା,୫।୧(ଡି.ଏନ.ଏ.) - ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ ହୋଇଯାଇଥିବାରୁ…

6 years ago

ଇଞ୍ଜିନରେ ତ୍ରୁଟି, ୫ ଘଣ୍ଟା ଅଟକିଲା ତପସ୍ବିନୀ: ପାଣି ନ ପାଇ ଯାତ୍ରୀ ହନ୍ତସନ୍ତ

ବଇଣ୍ଡା,୫।୧(ଡି.ଏନ.ଏ.) - ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ ନଂ.୧୮୪୫୨ ଇଞ୍ଜିନରେ ତ୍ରୁଟି ଯୋଗୁ ଶନିବାର ଅନୁଗୋଳ ଓ ବାମୁର ଷ୍ଟେଶନରେ ଦୀର୍ଘ ୫ ଘଣ୍ଟା ଅଟକି ରହିଥିଲା। ଫଳରେ…

6 years ago

ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ - ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ ପଶି…

6 years ago

ସାତକୋଶିଆ: ସାଇକେଲରେ ବୁଲି ଦେଖିହେବ ବନ୍ୟଜନ୍ତୁ

ବନ୍ତଳା,୩ା୧ - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଶୋଭା ବୃଦ୍ଧି କରାଯିବ। ପ୍ରତିବର୍ଷ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ୫…

6 years ago

ତୀର୍ଥଯାତ୍ରୀଙ୍କୁ ଲୁଟ୍‌ ଉଦ୍ୟମ ପଣ୍ଡ, ୩ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ,୩।୧ - ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ ହୋଇଛି। ଜଣେ…

6 years ago

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ…

6 years ago