ଅନୁଗୋଳ

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧:  ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ…

4 years ago

ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି

ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…

4 years ago

ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ

ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍‌ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ…

4 years ago

ହେଲ୍‌ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର

କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା…

4 years ago

ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ

ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ…

4 years ago

ଆବାସ ଯୋଜନାରେ ମିଳୁନି ବିଲ୍‌: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍‌ ମିଳୁ ନ…

4 years ago

ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା

ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି।…

4 years ago

ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ

ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ…

4 years ago

ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି

ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ…

4 years ago

ଆର୍‌ଡିସି ଅଫିସ ଦାବି

ତାଳଚେର,୪ା୧୧(ନି.ପ୍ର.)- ତାଳଚେରଠାରେ ଆର୍‌ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ବିଭୁଧେନ୍ଦ୍ର ପ୍ରତାପ ଦାସ ଦାବି କରିଛନ୍ତି। ତାଳଚେରରେ ଏମ୍‌ସିଏଲ୍‌, ଏନ୍‌ଟିପିସି,…

4 years ago