ବଅଁରପାଳ, ୨୬।୧୨ (ଡି.ଏନ୍.ଏ.) - ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ…
ମାଧପୁର,୨୫।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍ ଧକ୍କା ହୋଇଛି। ଏଥିରେ ବାଇକ୍ ଚାଳକଙ୍କ…
ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଦୀର୍ଘଦିନ ହେବ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଉପଖଣ୍ଡ ଡାକ୍ତରଖାନାଠାରୁ ଆରମ୍ଭ କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ସବୁଠି ପୁଳା ପୁଳା ପଦବୀ ଖାଲି ପଡ଼ିଛି।…
ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) - ସରକାରୀ ଉଦାସୀନତା ତଥା ଶିକ୍ଷା ବିଭାଗର ଚରମ ଅବହେଳା ଯୋଗୁ ଆଠମଲ୍ଲିକ ସଦର ମହକୁମାରେ ଥିବା ମହେନ୍ଦ୍ର ହାଇସ୍କୁଲର ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି।…
ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ…
ଅନୁଗୋଳ ଅଫିସ, ୨୪।୧୨ - ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍ଯାପିତ ହୋଇଯାଇଛି। ଏହି ଉଦ୍ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ…
ବନ୍ତଳା,୨୪ା୧୨(ଡି.ଏନ.ଏ.) - ୨୦୧୮-୧୯ ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଭୋକେଶନାଲ କାଉନସିଲ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବା ଅନୁଗୋଳ ଜିଲାର ମେଧାବୀମାନଙ୍କୁ ଓଡ଼ିଶା ସରକାର ବିଜୁ…
ପାଲଲହଡ଼ା,୨୪ା୧୨(ଡି.ଏନ.ଏ.) - ଜଙ୍ଗଲକୁ ଜାଳେଣି କାଠ ଆଣିବାକୁ ଯାଇଥିବା ପାଲଲହଡା ଥାନା ବାତିସୂଆଁ ପଞ୍ଚାୟତ ସୋଲଡ଼ା ଗ୍ରାମର ବୁଧୁରାମ କୁଙ୍କାଲଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ବନକର୍ମଚାରୀଙ୍କ ବିରୋଧରେ…
ବନ୍ତଳା,୨୪ା୧୨(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ପୁରୁଣାକୋଟ ଥାନା ଟିକରପଡା ରେଞ୍ଜ ଅଧୀନରେ ଥିବା କୁସଖଳିଠାରୁ ଟିକରପଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ…
ପାଲଲହଡା,୨୨।୧୨(ଡି.ଏନ.ଏ.) - ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ବନ କର୍ମଚାରୀଙ୍କ ବିରୋଧରେ ପାଲଲହଡ଼ା ଥାନାରେ ଏତଲା ଦିଆଯାଇଛି। ସ୍ବାମୀଙ୍କୁ କର୍ମଚାରୀମାନେ…