ଅନୁଗୋଳ ଅଫିସ, ୭।୧୨ - ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ଭାବେ ଜିତେନ୍ଦ୍ର କୁମାର ଭୋଇ ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ କେନ୍ଦୁଝରରେ ଏମ୍ଭିଆଇ…
ବଅଁରପାଳ,୬।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ ପରିଚୟ…
ତାଳଚେର,୬।୧୨(ନି.ପ୍ର.): ଅନୁଗୋଳ ଜିଲା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ୫୭ତମ ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ମନୋଜ କୁମାର…
ବନ୍ତଳା, ୬ା୧୨(ଡି.ଏନ.ଏ.)- ବାଘୁଣୀ ସୁନ୍ଦରୀ ଆକ୍ରମଣକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଓ ବ୍ୟାପକ ପୋଡ଼ାଜଳା ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ଗଣ୍ଡରେ ପର୍ଯ୍ୟଟକଙ୍କ ପାଇଁ…
ତାଳଚେର,୬ା୧୨(ନି.ପ୍ର.) କୋଇଲା ପରିବହନରେ ସୁବ୍ୟବସ୍ଥା ପାଇଁ ଏମ୍ସିଏଲ୍ର ବଳରାମ ଖଣିରେ ଗୁରୁବାର ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବ୍ୟବସ୍ଥା ଲାଗୁ କରାଯାଇଥିଲେ ହେଁ ଏହାକୁ ନେଇ ଉତ୍ତେଜନା…
ଅନୁଗୋଳ ଅଫିସ୍, ୫।୧୨: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମୃତ୍ତିକା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୪…
ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ…
ବନ୍ତଳା,୪।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଚମ୍ପତ୍ତିମୁଣ୍ଡା ରାଜସ୍ବ କାର୍ଯ୍ୟାଳୟ ଅଧୀନରେ ଥିବା ନନ୍ଦପୁର ପଞ୍ଚାୟତ ଚନ୍ଦନପୁର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ପଥର ଖୋଳାଯାଇ ଚୋରା ଚାଲାଣ…
ଛେଣ୍ଡିପଦା,୪।୧୨(ସ୍ବ.ପ୍ର.)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ…
କଣିହାଁ,୪।୧୨(ଡି.ଏନ.ଏ.)-କଣିହାଁ ବ୍ଲକ ପଥରମୁଣ୍ଡା ଗ୍ରାମର ଅନେକ ଚାଷ ଜମିରେ ଏମ୍ସିଏଲ୍ର କଣିହାଁ କୋଇଲା ଖଣି ପାଣି ପଶି ଯାଇଥିବା ଅଭିଯୋଗ ହେଉଛି। କୋଇଲା ଖଣି କର୍ତ୍ତୃପକ୍ଷ ସୋମବାର…