ଅନୁଗୋଳ ଅଫିସ, ୨୮।୧୧: ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ…
ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫…
ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି। ଘଟଣାରୁ…
ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି…
ଅନୁଗୋଳ ଅଫିସ, ୨୭।୧୧- ଅନୁଗୋଳ ବ୍ଲକ ପୁରୁଣାକୋଟ ପଞ୍ଚାୟତର ଟୁଲୁକା ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ସରକାରୀ ଅଧିକାରୀମାନେ ସେମାନଙ୍କୁ ଠକି ଦେଇଥିବା ଅଭିଯୋଗ କରିଛନ୍ତି।…
ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି।…
ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଗତ ଅକ୍ଟୋବର ୯ରୁ ନିଖୋଜ ଥିବା ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ମଙ୍ଗଳବାର ଆଞ୍ଚଳିକ ମହିଳା ସୁରକ୍ଷା…
ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ରେଞ୍ଜ ସିଦ୍ଧପୁର ଖେସରା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଠମଲ୍ଲିକ ଜଙ୍ଗଲରେ ବୁଲୁଥିବା ୨୨ ଟିକିଆ ହାତୀପଲରେ…
ଛେଣ୍ଡିପଦା,୨୬।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ…
ଅନୁଗୋଳ ଅଫିସ, ୨୬।୧୧ ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍ପିଏଲ୍) ପରିସରରେ…