ଅନୁଗୋଳ

କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି

ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍‌) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ…

6 years ago

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି…

6 years ago

ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି।…

6 years ago

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ…

6 years ago

ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ

ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା…

6 years ago

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧:  ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ…

6 years ago

ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି

ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…

6 years ago

ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ

ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍‌ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ…

6 years ago

ହେଲ୍‌ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର

କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା…

6 years ago

ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ

ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ…

6 years ago