ଅନୁଗୋଳ

କାଠ ଚୋରାଚାଲାଣ ବେଳେ ରେଞ୍ଜରଙ୍କୁ ଆକ୍ରମଣ: ଜାଳିଦେଲେ ବନ ବିଭାଗ ଗାଡ଼ି

ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି।…

7 years ago

ନିଖୋଜ ଅଙ୍ଗନୱାଡି ସହାୟିକାଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି: ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଗତ ଅକ୍ଟୋବର ୯ରୁ ନିଖୋଜ ଥିବା ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ମଙ୍ଗଳବାର ଆଞ୍ଚଳିକ ମହିଳା ସୁରକ୍ଷା…

7 years ago

ସିଦ୍ଧପୁର ଖେସରା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ରେଞ୍ଜ ସିଦ୍ଧପୁର ଖେସରା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଠମଲ୍ଲିକ ଜଙ୍ଗଲରେ ବୁଲୁଥିବା ୨୨ ଟିକିଆ ହାତୀପଲରେ…

7 years ago

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ…

7 years ago

କ୍ଲୋରିନ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ:ଜେଏସ୍‌ପିଏଲ୍‌ ପଦକ୍ଷେପକୁ ପ୍ରଶଂସା

ଅନୁଗୋଳ ଅଫିସ, ୨୬।୧୧ ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପରିସରରେ…

7 years ago

ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରରେ…

7 years ago

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ ଉକ୍ତ…

7 years ago

ବିଦ୍ୟୁତ୍‌ ଫାଶରେ ଦନ୍ତାହାତୀର ପ୍ରାଣଗଲା, ଶିକାରୀ ଗିରଫ

ବଇଣ୍ଡା,୨୫।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର-ଟେଣ୍ଡୁଲି ରାସ୍ତାରେ ବିଦ୍ୟୁତ ଫାଶରେ ରବିବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀର ବୟସ ପ୍ରାୟ ୨୫…

7 years ago

୩ ବର୍ଷର ଶିଶୁକନ୍ୟାଙ୍କୁ ଚାପିଦେଲା ଜେସିବି

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଜେସିବି ଚାପିଦେବାରୁ ତାଙ୍କର ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, ଜିଲା ଖଣିଜ ପାଣ୍ଠିରୁ…

7 years ago

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର…

7 years ago