ଅନୁଗୋଳ

ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) - ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ ଲଗାଇଥିବା…

7 years ago

ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଜିଲା ଶିକ୍ଷା ଅଧିକାରୀ: ପିଲାଙ୍କ ସହ କଲେ ମଧ୍ୟାହ୍ନଭୋଜନ

ବନ୍ତଳା,୧୦ା୧୧(ଡି.ଏନ.ଏ.) - ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଥାନା ଅଞ୍ଚଳରେ ଥିବା କେତେକ ସ୍କୁଲକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ତାଙ୍କ ସହ…

7 years ago

ଗାଧୋଇବା ବେଳେ ବୁଡ଼ିଗଲେ, ଜଣେ ମୃତ

ଛେଣ୍ଡିପଦା, ୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ଦୋଳବନ୍ଧ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଲେ…

7 years ago

ବିପର୍ଯ୍ୟୟ ସହାୟତା

ପ୍ରାକୃତିକ ବିପର୍ଯ୍ୟୟ ତାଲିକାରେ ଆସୁଥିବା ବନ୍ୟା, ବାତ୍ୟା, ଅଂଶୁଘାତ, ବଜ୍ରପାତ, ଅଗ୍ନିକାଣ୍ଡ, ସର୍ପାଘାତ ଆଦିରେ କାହାର ମୃତ୍ୟୁ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ସହାୟତା…

7 years ago

୪ ତାରିଖରୁ ନିଖୋଜ ଥିଲେ ଯୁବକ : ରାସ୍ତା ପାର୍ଶ୍ୱରୁ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୯।୧୧ - ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଜଣେ ଯୁବକ ଗତ ୪ ତାରିଖରୁ ନିଖୋଜ ଥିବାବେଳେ ଶୁକ୍ରବାର ତାଙ୍କ ମୃତଦେହ…

7 years ago

କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି

ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍‌) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ…

7 years ago

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି…

7 years ago

ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି।…

7 years ago

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ…

7 years ago

ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ

ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା…

7 years ago