ଅନୁଗୋଳ

ଆକ୍ରମଣ ଅଭିଯୁକ୍ତ ଗିରଫ

ତାଳଚେର,୪ା୧୧(ନି.ପ୍ର.)- ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୁରଲୀଧର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ କଲିୟାରୀ ପୋଲିସ ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଅବିନାଶ ସାହୁଙ୍କୁ ରବିବାର ସନ୍ଧ୍ୟାରେ…

7 years ago

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଶିମିଳିପାଳ ପଞ୍ଚାୟତ ଅନ୍ତର୍ଗତ କାଠପାଳ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କାଠପାଳ…

7 years ago

ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର

ବଅଁରପାଳ,୪।୧୧ (ଡି.ଏନ୍‌.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ…

7 years ago

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି…

7 years ago

ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍‌’ ଡ୍ରୋନ୍‌କୁ ନାସା କହିଲା ମିରାକିଲ୍‌

ଅନୁଗୋଳ ଅଫିସ, ୪।୧୧:  ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍‌ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ ପାରିବ।…

7 years ago

ଚଉ କାଠ ଜବତ, ୨ ଗିରଫ

ବଇଣ୍ଡା,୩।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାର ଖେମୁଣ୍ଡି ଜଙ୍ଗଲରେ ରବିବାର ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୦ ହଜାର ଟଙ୍କାର ଶାଳ ଚଉକାଠ ଜବତ କରାଯାଇଛି। ଏହି…

7 years ago

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍‌ : ଜଣେ ମୃତ, ଜଣେ ଗୁରୁତର

ତାଳଚେର,୩।୧୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର-କନ୍ଧବେରେଣି ରାସ୍ତାରେ ଶନିବାର ରାତିରେ ଏକ ମାରୁତି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ…

7 years ago

ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା

ଅନୁଗୋଳ ଅଫିସ, ୩।୧୧ - ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ ପ୍ରଦାନ…

7 years ago

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୧୧ - ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩ ଗାଡ଼ିକୁ…

7 years ago

ଏମିତି ବି ଆସେ ମୃତ୍ୟୁ: ବଡ ଭାଇଙ୍କ ମୃତଦେହ ଦେଖି ଟଳିପଡ଼ିଲେ ସାନଭାଇ

ପାଲଲହଡା,୨।୧୧(ଡି.ଏନ୍‌.ଏ.): ଆଜିର ସମାଜରେ ଯେଉଁଠି ଭାଇଟିଏ ଭାଇର ଶତ୍ରୁ ପାଲଟୁଛି, ସେଠାରେ ବଡ଼ ଭାଇଙ୍କ ମୃତଦେହ ଦେଖି ସାନଭାଇ ଆଖି ବୁଜିଛନ୍ତି। ଏପରି ଏକ ଘଟଣା ଘଟିଛି…

7 years ago