ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି। ସେ…
ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର…
ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ ଆରମ୍ଭ…
ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍ ସିରପ୍କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍…
ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ…
ବନ୍ତଳା, ୨୦ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଟାଇଁସି ତେନ୍ତୁଳି ସାହିରେ ଧାନ ବିଲକୁ ନେଇ ଗଣ୍ଡଗୋଳ ସହ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।…
ଅନୁଗୋଳ ଅଫିସ, ୨୦ା୧୦ ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ ଥିବା…
ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ…
ବଅଁରପାଳ,୧୯।୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଗଣେଶବଜାର ନିକଟରେ କାନ୍ଥ ପଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବୃନ୍ଦାବନପୁର ଗ୍ରାମର ଦୀପୁ ପରିଡ଼ା ଏବଂ ଅନ୍ୟଜଣେ ତପନ…
ତାଳଚେର,୧୯ା୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବାଇପାସ୍ ଏବଂ ଗୋଡିବନ୍ଧ ଛକ ନିକଟରେ ଶନିବାର ବିଜେଡି ପକ୍ଷରୁ ଗଣଧାରଣା ଦିଆଯାଇଛି। ଜାତୀୟ ରାଜପଥ ଉନ୍ନତିକରଣରେ ବିଳମ୍ବ ଏବଂ ନିର୍ମାଣରେ…