ଆଠମଲ୍ଲିକ,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗତ ୨ଦିନ ମଧ୍ୟରେ ୩୧ ଲିଟର ଚୋରା ମହୁଲି ମଦ, ୨୦୦ କେଜି ପୋଚ୍ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩…
ବଇଣ୍ଡା,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ରାଇନାଳୀ ଗ୍ରାମରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀମାନେ…
ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ…
ବନ୍ତଳା,୧୪।୧୦(ଡି.ଏନ୍.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର…
ଅନୁଗୋଳ ଜିଲା ବଅଁରପାଳ ବ୍ଲକ କନିଆବେଡ଼ା ଗ୍ରାମର କିଶୋରୀ ସାହୁ(୩୮)। ସ୍ତ୍ରୀ, ଦୁଇ ପୁଅ ଓ ମାଆ, ବାପାଙ୍କୁ ନେଇ ତାଙ୍କ ପରିବାର। ଅଷ୍ଟମ ଶ୍ରେଣୀ ଯାଏ…
ଛେଣ୍ଡିପଦା,୧୪।୧୦(ସ୍ବ.ପ୍ର.) ରୋଗରେ ବୋହୂ ଓ ସାପ କାମୁଡ଼ାରେ ପୁଅର ମୃତ୍ୟୁ ପରେ ୩ ନାତୁଣୀନାତିଙ୍କ ଭରଣପୋଷଣ କରୁଛନ୍ତି ବୃଦ୍ଧା ଜେଜେମା’। ବର୍ଷ କେଇଟା ତଳେ ଦେହରେ ବଳ ଥିଲା…
ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ…
ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର ଅନୁଧ୍ୟାନ…
ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ ଏକ…
ବଇଣ୍ଡା,୧୩।୧୦(ଡି.ଏନ.ଏ.): କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ବଡ଼ଡଙ୍ଗିଆଣୀ ଗ୍ରାମରେ ରବିବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ବଡ଼ଡଙ୍ଗିଆଣୀ ଗ୍ରାମର ଦୁଃଶନ୍ତ ସାହୁ, ଗୁଦୁ ସାହୁ, ମହେଶ୍ୱର ସାହୁ, ଅର୍ପନା…