ଅନୁଗୋଳ ଅଫିସ, ୧୯।୯ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍ କେଉଁଆଡ଼େ ଚାଲିଯାଇଥିବା ପରିବାର ଲୋକେ…
ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) - କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି।…
ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍ଶନ କାରଣରୁ ରୋଗୀଙ୍କ ମୃତ୍ୟୁ…
ତାଳଚେର,୧୮ା୯(ନି.ପ୍ର.)-ତାଳଚେର ବଲଣ୍ଡାଠାରେ ଥିବା ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନିୟୋଜନ କାର୍ଯ୍ୟାଳୟ (ସ୍ପେଶିଆଲ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ) ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘ ୫୫ ବର୍ଷ ହେଲା ଏମ୍ସିଏଲ୍ର…
ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ଖଣିଜ ପାଣ୍ଠିରେ ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର…
ବଅଁରପାଳ,୧୮।୯(ଡି.ଏନ.ଏ.)-ବିଶ୍ୱକର୍ମା ପୂଜା ଅବସରରେ ନାଲ୍କୋଠାରେ ଆୟୋଜିତ ଜାତୀୟ ପଲିଶ୍ରୀ ମେଳା ଉଦ୍ଘାଟିତ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ…
ବଅଁରପାଳ, ୧୮।୯ (ଡି.ଏନ୍.ଏ.)-ଅନୁଗୋଳ ଜିଲା ନାଲ୍କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ ଦେବଶିଳ୍ପୀଙ୍କୁ…
ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ, ବାରହାଟି…
ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ ଗୋଟି ୟୁନିଟ୍ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍ ଉତ୍ପାଦନ…
ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର…