ମାଧପୁର,୨୦।୮(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ କମ୍ପ୍ଲଲା ପଞ୍ଚାୟତ ଛେପ୍ରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…
ଛେଣ୍ଡିପଦା,୨୦।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବାଗଡ଼ିଆ ବଡ଼ଯୋରା ନିକଟରେ ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ଟାଙ୍ଗିର ପଞ୍ଚାୟତ ପାଣପଶିର ମିଶ୍ର ମାଝୀଙ୍କ…
ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି…
ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି…
ଅନୁଗୋଳ ଅଫିସ, ୨୦।୮ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର…
ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ କୋଇଲା…
ଅନୁଗୋଳ ଅଫିସ, ୨୦।୮- ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ରାଜ୍ୟ ସରକାର ଅନୁଗୋଳ ଜିଲାରେ ୩ ବର୍ଷ ହେଲା ଶିକ୍ଷକ ନିଯୁକ୍ତି ଦେଇନାହାନ୍ତି। ଏପରି କି…
ମାଧପୁର, ୧୯।୮(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ ସ୍ତ୍ରୀଙ୍କୁ…
ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି କାର୍ଯ୍ୟକାରୀ…
କଣିହାଁ, ୧୯।୮(ଡି.ଏନ.ଏ.) କଣିହାଁ ବ୍ଲକ କାକୁଡିଆ ପଞ୍ଚାୟତ ବାଲିପଟ୍ଟା ଗ୍ରାମର ୨ ସାହିରେ କୋଇଲା ଖଣି ପ୍ରକଳ୍ପ ପାଇଁ ଏନ୍ଟିପିସି ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ…