ଅନୁଗୋଳ

ବ୍ୟବଚ୍ଛେଦ ପୂର୍ବରୁ ଶିଶୁକନ୍ୟାର ଆଖି ଗାଏବ

ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ…

5 years ago

ହାତୀ ଗଳିତ ମୃତଦେହ ଉଦ୍ଧାର

ବନ୍ତଳା,୧୯ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ପମ୍ପାସର ରେଞ୍ଜ ବଡ଼ଖେତା ଗ୍ରାମ ନିକଟ କୁରୁ ରିଜର୍ଭ ଜଙ୍ଗଲ ୫ ନମ୍ବର କମ୍ପାର୍ଟମେଣ୍ଟରେ ଶୁକ୍ରବାର ଏକ…

5 years ago

ଚିକିତ୍ସାଳୟରୁ ମୃତା ନାବାଳିକାଙ୍କ ଆଖି ତାଡ଼ିନେବା ଅଭିଯୋଗ

ଅନୁଗୋଳ ଅଫିସ,୧୯।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜିଲା ଚିକିତ୍ସାଳୟର ମୃତଦେହ ରଖାଯାଉଥିବା ପ୍ରକୋଷ୍ଠରେ ତୃପ୍ତି ଗୋଚ୍ଛାୟତ ନାମକ ଜଣେ…

5 years ago

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭ - ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ। ଏଥିପାଇଁ…

5 years ago

ବିନା ଅନୁମତିରେ ବିଦ୍ୟୁତ୍‌ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ

ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍‌ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍‌ ସଂଯୋଗ କରାଯିବାକୁ…

5 years ago

ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି

ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି ଭାଙ୍ଗି…

5 years ago

ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ…

5 years ago

ପଚା ଅଦା ବିହନ ବାଣ୍ଟି ଟଙ୍କା ହଡ଼ପ ଉଦ୍ୟମ ଅଭିଯୋଗ: ଯୋଗାଣକାରୀ ସଂସ୍ଥାକୁ ମିଳିବନି ଟଙ୍କା

ପାଲଲହଡ଼ା, ୧୯ା୭(ଡି.ଏନ.ଏ.)-ପାଲଲହଡ଼ା ଉପଖଣ୍ଡରେ ପାଉଡି ଭୂଁୟାଙ୍କ ଉନ୍ନତି ପାଇଁ ଗଠନ କରାଯାଇଥିବା ପାଉଡି ଭୂଁୟା ଉନ୍ନୟନ ସଂସ୍ଥା (ପିବିଡିଏ) ପକ୍ଷରୁ ଆଦିବାସୀ ଚାଷୀଙ୍କୁ ପଚା ତଥା ନିମ୍ନମାନର…

5 years ago

୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ ହେଲା…

5 years ago

ତୁକୁଡ଼ା-ମଝିକା ରାସ୍ତା ସମ୍ପ୍ରସାରଣ ଦାବି

ଛେଣ୍ଡିପଦା,୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ତୁକୁଡା-ମଝିକା ରାସ୍ତା ସମ୍ପ୍ରସାରଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, ପ୍ରାୟ ୨୫ କିମି ବିଶିଷ୍ଟ…

5 years ago