ବଅଁରପାଳ,୬।୮-ଗ୍ରାମାଞ୍ଚଳର ଗରିବ ଅଣକୁଶଳୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ଅତୀତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା…
ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ…
ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍ସିଏଲ୍ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।…
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର…
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା…
ବଇଣ୍ଡା,୫।୮(ଡି.ଏନ.ଏ.)-ଅନୁଗୋଳ ଜିଲା ହଣ୍ଡପା ଥାନା ଗରୁଡ଼ ଗ୍ରାମରେ ଜଣେ ଅଟୋ ମାଲିକଙ୍କଠାରୁ ବଇଣ୍ଡା ଅଞ୍ଚଳର ୨ଜଣ ଯୁବକ ଟଙ୍କା ଲୁଟୁଥିବାବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ି ଜଣେ…
ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି ଘଟଣା…
ପରଜଙ୍ଗ, ୫।୮(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର…
ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ…
ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ…