ଅନୁଗୋଳ

ପୂର୍ତ୍ତ ରାସ୍ତାରେ ଏନ୍‌ଟିପିସି ଆଶ୍‌ପଣ୍ଡ ପାଣି

କଣିହାଁ,୧୩।୮(ଡି.ଏନ.ଏ.) କଣିହାଁ ବ୍ଲକ ସ୍ଥିତ ଏନଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଣି ସାମାନ୍ୟ ବର୍ଷାରେ ରାସ୍ତାରେ ପ୍ରବାହିତ ହେଉଛି। ଏଥିଯୋଗୁ ପିଚୁ ରାସ୍ତା କ୍ଷୟକ୍ଷତି ହୋଇ ଖାଲଖମାରେ…

7 years ago

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର ଚୋରି…

7 years ago

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ…

7 years ago

ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ…

7 years ago

୨୦ ଫୁଟ ଗଭୀର କୂଅରେ ଖସିପଡ଼ିିଥିବା ଭାଲୁ ଉଦ୍ଧାର

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କୋଶଳା ନିକଟସ୍ଥ ଭାଗଲାକଟା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ କୂଅ ଭିତରେ ଭାଲୁ ପଡ଼ିଥିଲା। ନିକଟସ୍ଥ କୋଶଳା…

7 years ago

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଅପ୍‌ଡେଟ ହେଉନି ନିରାମୟ ସୂଚନା

ଅନୁଗୋଳ ଅଫିସ, ୧୨।୮: ବିଭିନ୍ନ ସମୟରେ ଅନେକ କାରଣକୁ ନେଇ ବିବାଦରେ ରହୁଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଅବ୍ୟବସ୍ଥା ଓ ଅବହେଳାକୁ ନେଇ ଚର୍ଚ୍ଚାରେ। ଉନ୍ନତମାନର…

7 years ago

ସିଡବ୍ଲ୍ୟୁସି ନିକଟରେ ନାବାଳିକାଙ୍କୁ ହାଜର କରାଇଲାନି ପୋଲିସ; ଡିଜିପି, ସରକାରଙ୍କୁ ଅବଗତ କରାଇବ ସମିତି

ଅନୁଗୋଳ ଅଫିସ, ୧୨।୮: ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ପୋଲିସ ଶନିବାର ତାଙ୍କ ବାପାଙ୍କ ଜିମା ଦେବାପରେ ପୀଡିତାଙ୍କ ସୁରକ୍ଷାକୁ ନେଇ…

7 years ago

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) - ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ…

7 years ago

ଅବ୍ୟବସ୍ଥା ଘେରରେ ବ୍ରିଟିଶ୍‌ ଅମଳର ହାଟ: ହେଉଛି ଶୁଳ୍କ ଆଦାୟ, ହେଉନି ବିକାଶ

ଛେଣ୍ଡିପଦା,୧୧।୮ - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ବ୍ରିଟିଶ ଅମଳର ବାଗଡ଼ିଆ ହାଟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏହା…

7 years ago

ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି

ଅନୁଗୋଳ ଅଫିସ, ୧୧।୮ - ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ ବାପାଙ୍କ…

7 years ago