ଅନୁଗୋଳ

ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ ଆତଙ୍କିତ…

7 years ago

ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା ଲୋକେ…

7 years ago

ସ୍ତ୍ରୀଙ୍କୁ ମାରି କୂଅରେ ପକାଇବା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୩୦।୭:୨୦୧୬ ମସିହା ନଳଚନ୍ଦ୍ରପୁର ଗାଁରେ ଘଟିଥିବା ନବବଧୂ ହତ୍ୟା ଘଟଣାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ହତ୍ୟାକାରୀ ସ୍ବାମୀକୁ ୫ ବର୍ଷ କାରାଦଣ୍ଡ ସହ…

7 years ago

ନାବାଳିକାଙ୍କୁ ଚିକିତ୍ସାରେ ଅବହେଳା ଅଭିଯୋଗ ଘଟଣା:ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସହରବାସୀ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ଶୁକ୍ରବାର ଜଣେ ୧୦ ବର୍ଷିୟା ବାଳିକାଙ୍କୁ ଉପଯୁକ୍ତ ଚିକିତ୍ସା ନ ଦେଇ ପେଡିଆଟ୍ରିକ୍‌ ୱାର୍ଡରେ କାର୍ଯ୍ୟରତ…

7 years ago

ଭରତପୁର ଖଣି ଦୁର୍ଘଟଣା ଅଞ୍ଚଳରେ ଏମ୍‌ସିଏଲ ସିଏମ୍‌ଡି:‘କୋଲ ଇଣ୍ଡିଆ ଇତିହାସରେ ପ୍ରଥମ’

ତାଳଚେର,୩୦ା୭(ନି.ପ୍ର.) ତାଳଚେର ଭରତପୁର କୋଇଲା ଖଣିରେ ଅତଡା ଖସିବା ଘଟଣା ପରେ ମହାନଦୀ କୋଲ ଫିଲ୍‌ଡସ (ଏମ୍‌ସିଏଲ)ର ସିଏମ୍‌ଡି ଭୋଳନାଥ ଶୁକ୍ଳା ସୋମବାର ଦିନିକିଆ ତାଳଚେର ଗସ୍ତରେ…

7 years ago

ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ…

7 years ago

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ…

7 years ago

ନାଲ୍‌କୋରେ ବି ସମଦଶା

ବଅଁରପାଳ, ୩୦।୭(ଡି.ଏନ.ଏ.)-ତାଳଚେରଠାରେ ଭରତପୁର କୋଇଲା ଖଣି ଦୁର୍ଘଟଣାର ପ୍ରଭାବ ନାଲ୍‌କୋ ପ୍ଲାଣ୍ଟରେ ମଧ୍ୟ ପଡିଛି। ନବରନତ୍ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋରେ ବର୍ତ୍ତମାନ କୋଇଲା ସଙ୍କଟ ଯୋଗୁ ବିଦ୍ୟୁତ୍‌…

7 years ago

ଏନ୍‌ଟିପିସିରେ ଘୋର କୋଇଲା ସଙ୍କଟ

ତାଳଚେର, ୩୦ା୭ (ନି.ପ୍ର.) ଅନୁଗୋଳ ଜିଲା କଣିହାଁ ସ୍ଥିତ ମହାରତ୍ନ କମ୍ପାନୀ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଭରତପୁର କୋଇଲା ଖଣିଠାରେ ଅତଡା…

7 years ago

କୋର୍ଟ ରୁମ୍‌ରେ ଧସେଇ ପଶିଲେ ଲୋକେ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍‌ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର ଆରମ୍ଭ…

7 years ago