ଅନୁଗୋଳ

ବର୍ଷା ନାହିଁ, ଚାଷ ଜମି ଫାଟି ଆଁ

ବଅଁରପାଳ, ୧୨।୭(ଡି.ଏନ.ଏ.)-ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ବଅଁରପାଳ ବ୍ଲକରେ ଚଳିତ ବର୍ଷ ବର୍ଷା ଅଭାବ ବେଉଷଣ କାର୍ଯ୍ୟରେ ବାଧା ସାଜିଛି। ବିଲରେ ପାଣି ନ ଥିବାରୁ ବିହୁଡା…

7 years ago

ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା

ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ ମନ୍ଦିର…

7 years ago

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ କରିବା…

7 years ago

କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା

ତାଳଚେର, ୧୧ା୭ - ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ…

7 years ago

ଅନୁଗୋଳ, ବଅଁରପାଳ ଖେଳାଳିଙ୍କୁ ଉପେକ୍ଷା : ନିର୍ମାଣ ହୋଇନି ମିନି ଷ୍ଟାଡିୟମ

ଅନୁଗୋଳ ଅଫିସ, ୧୧।୭ - କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା ଉଦ୍ଦେଶ୍ୟରେ…

7 years ago

ବିରଳ ଅହିରାଜକୁ ଗୁଳି କରି ଶିକାର

ବନ୍ତଳା,୧୦।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆ ପାଣ୍ଡୁରୀଶୁଣି ପାହାଡ଼ରେ ବୁଧବାର ସକାଳେ ଏକ ବିରଳ ପ୍ରଜାତିର ଅହିରାଜକୁ ଗୁଳି କରି ଶିକାର କରିଛନ୍ତି ଶିକାରୀ। ଅହିରାଜର…

7 years ago

ତଥ୍ୟ ସର୍ବଜନୀକରଣର ଭୂମିକା ଶୀର୍ଷକ କର୍ମଶାଳା: ପ୍ରଦୂଷଣ କମ୍‌ କର, ରେଟିଂ ନିଅ

ଅନୁଗୋଳ ଅଫିସ, ୧୦।୭-ଅନୁଗୋଳ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟାଳୟରେ ‘ପରିବେଶ ପାରଦର୍ଶିତା ବୃଦ୍ଧି କରିବାରେ ତଥ୍ୟ ସର୍ବଜନୀକରଣର ଭୂମିକା’ ଶୀର୍ଷକ ଏକ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ…

7 years ago

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ: ନୂଆ ଯୋଜନା ସଫଳ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୦।୭-ଆଠମଲ୍ଲିକ ବନଖଣ୍ଡ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ ୨ର ୪ର୍ଥ ଜିଲା ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ…

7 years ago

କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ସ୍କୁଲ ଶ୍ରେଣୀଗୃହ ନିର୍ମାଣ ହେଉନି: ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୦।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ହେଉନାହିଁ। ଫଳରେ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ…

7 years ago

ପାଠ୍ୟପୁସ୍ତକ, ଔଷଧ ପୋଡ଼ି ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ବ୍ଲକ ଶିକ୍ଷା ଅଧିକାରୀ

ଛେଣ୍ଡିପଦା,୧୦ା୭(ସ୍ବ.ପ୍ର.)-ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣାରେ ପାଠ୍ୟ ପୁସ୍ତକ ଯୋଗାଇ ଦେଉଛନ୍ତି। ସେହିପରି ସ୍ବାସ୍ଥ୍ୟର ଯତ୍ନ ପାଇଁ ଆଇରନ ଓ କୃମି ନାଶକ…

7 years ago