ଅନୁଗୋଳ

ଗ୍ରାମସଭାରେ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତ ଗୋହିରାପଶିରେ ମଙ୍ଗଳବାର ରାତି ୯ଟାରେ ଗ୍ରାମସଭା ଚାଲିଥିବାବେଳେ ଗଣ୍ଡଗୋଳ ଘଟି ସ୍ଥାନୀୟ ଅଞ୍ଚଳର ଅନାମ ଖିଲାରଙ୍କ ମୃତ୍ୟୁ ହୋଇଛି।…

7 years ago

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ

ଅନୁଗୋଳ ଅଫିସ, ୧୧।୬ଛେଣ୍ଡିପଦା ବ୍ଲକ କୁଶକିଳା ସରପଞ୍ଚଙ୍କ ବିରୋଧରେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ପଞ୍ଚାୟତର କେତେଜଣ ବ୍ୟକ୍ତି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି…

7 years ago

କୋଇଲା ଖଣି ବନ୍ଦ ଘଟଣାରେ ସରପଞ୍ଚଙ୍କ ଅଭିଯୋଗ

କଣିହଁ।, ୧୧ା୬ (ଡି.ଏନ.ଏ.)କଣିହାଁ ବ୍ଲକସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣି କାର୍ଯ୍ୟ ରବିବାର ବନ୍ଦକୁ ନେଇ ମାମଲା ରୁଜୁ ପରେ ସୋମବାର ଖବରଦାତା ସମ୍ମିଳନୀ କରିଛନ୍ତି ଜରଡା ସରପଞ୍ଚ…

7 years ago

ଦୁଇ ଶିକ୍ଷକଙ୍କୁ ରାଜ୍ୟସ୍ତରୀୟ ସମ୍ମାନ

ତାଳଚେର,୧୧ା୬(ନି.ପ୍ର.)ତାଳଚେର ବ୍ଲକର ଡେରାଠାରେ ଥିବା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦୁଇ ଜଣ ଶିକ୍ଷକ ରାଜ୍ୟସ୍ତରୀୟ ଉତ୍କଳ ଜ୍ୟୋତି ସମ୍ମାନରେ ସମ୍ମାନିତ ହୋଇଛନ୍ତି। କଟକର ଶହୀଦ୍‌ ଭବନ…

7 years ago

ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍‌ ସଫଳତା

ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍‌ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ ଗଣଶିକ୍ଷା…

7 years ago

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ

ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍‌ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା…

7 years ago

କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ

ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ…

7 years ago

ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି

ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍‌ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ…

7 years ago

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ ପଡିବନି।…

7 years ago

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ…

7 years ago