ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍ଶିପ୍ ଶୋ ରୁମ୍ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ୩୨…