ଅନୁଗୋଳ

ବିନୋଦ ହ୍ୟୁଣ୍ଡାଇରେ ଭେନ୍ୟୁର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ କାଣ୍ଡସର ଠାରେ ଥିବା ବିନୋଦ ହ୍ୟୁଣ୍ଡାଇ ପରିସରରେ ହ୍ୟୁଣ୍ଡାଇର ନୂତନ ଯାନ ‘ଭେନ୍ୟୁ’ର ମଙ୍ଗଳବାର ବଜାର ପ୍ରବେଶ ହୋଇଛି। ଅନୁଗୋଳ ଷ୍ଟେଟ…

7 years ago

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,…

7 years ago

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି।…

7 years ago

ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ…

7 years ago

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼, କୁର୍ତ୍ତିବାସପୁର,…

7 years ago

୯ ବର୍ଷରେ ମଶା ନେଇଛି ୫୩ ମୁଣ୍ଡ : ଡେଙ୍ଗୁରେ ୨୬, ମ୍ୟାଲେରିଆରେ ୨୭ ମୃତ୍ୟୁ

ଅନୁଗୋଳ ଅଫିସ, ୧୮।୫ - ମଶା ନେଉଛି ମଣିଷ ଜୀବନ। ବିଶେଷକରି ଅନୁଗୋଳର ପାହାଡ଼ିଆ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ରୋଗରେ ଅଧିକ ଲୋକ…

7 years ago

ପିଇବା ଉପଯୋଗୀ ନୁହେଁ ଟ୍ୟାଙ୍କର ପାଣି: ଚୁଆ ଜଳରେ ଚଳୁଛି ଘର

ତାଳଚେର,୧୭ା୫(ନି.ପ୍ର.)- ଶିଳ୍ପ ନଗରୀ ତାଳଚେରରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ବର୍ଷ ସାରା ଜଳାଭାବ ରହୁଥିଲେ ବି ଖରାଦିନେ ତାହା ଢେରଗୁଣ…

7 years ago

ନୂଆ ଟ୍ରାନ୍ସଫର୍ମର ଲଗାଯାଉନି: ମାସେ ହେଲା ଜଳ ଯୋଗାଣ ବନ୍ଦ

ବଇଣ୍ଡା, ୧୬ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଡରପାଳ ପଞ୍ଚାୟତ ନତଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ମାସେ ହେଲା ପୋଡିଯାଇଛି। ହେଲେ ସେଠାରେ ନୂତନ ଟ୍ରାନ୍ସଫର୍ମର ଲଗାଯାଉ…

7 years ago

ତାତିଲେ ରାଣୀଗୋଡ଼ାବାସୀ : ବିଜୁଳି ଦିଅ, ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ, ୧୬।୫- ଅନୁଗୋଳ ଉପକଣ୍ଠ ରାଣୀଗୋଡ଼ା ନାୟକ ସାହିର ଲୋକେ ଅନୁଗୋଳ ସେସୁ କାର୍ଯ୍ୟାଳୟ ଆଗରେ ବୁଧବାର ଧାରଣା ଦେଇଥିଲେ। ଗ୍ରାମରେ ଲୋ ଭୋଲଟେଜ୍‌ ଯୋଗୁ…

7 years ago

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ ବି…

7 years ago