ଅନୁଗୋଳ

ବଦଳିଲା ୧୧୧ ବାବୁଙ୍କ ଚୌକି

ଅନୁଗୋଳ,୨।୭(ଅମିତ କୁମାର ସାମଲ)ଅନୁଗୋଳ ଜିଲା ପ୍ରଶାସନର ବିଭିନ୍ନ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରାଯାଇଛି। ଜିଲାର ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୧୧୧ ଜଣ ବାବୁଙ୍କ ବଦଳି ତାଲିକା…

3 years ago

ଆବାସ ମିଳିଲାନି, ଭଙ୍ଗା କାନ୍ଥ ନେଲା ଜୀବନ

ଅନୁଗୋଳ, ୧ା୭ (ଅମିତ କୁମାର ସାମଲ): ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ ନ ଥିଲା। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘରଟିଏ ଯୋଗାଇ ଦେବାକୁ ପ୍ରଶାସନ…

3 years ago

ବିକାଶ ନାମରେ ଲକ୍ଷେ ବୃକ୍ଷ ବଳି

ଅନୁଗୋଳ, ୧ା୭(ଅମିତ କୁମାର ସାମଲ): ୨୦୧୭ରୁ ୨୦୨୩ ମଧ୍ୟରେ ଅନୁଗୋଳ ଜିଲାର ଶତାଧିତ୍କ ହେକ୍ଟର ଜଙ୍ଗଲ ଜମିରୁ ହୋଇଛି ବ୍ୟାପକ ବୃକ୍ଷ ଛେଦନ। ତାଳଚେର-ବିମଳାଗଡ଼ ଓ ଅନ୍ୟ…

3 years ago

ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ଉପରେ ମାଡ଼ିଗଲା ଆଉ ଏକ ଟ୍ରକ୍‌

ତାଳଚେର,୩୦ା୬(ମନୋଜ ନନ୍ଦ): ତାଳଚେର କୋଲ୍‌ଫିଲଡ୍ସର ଭୁବନେଶ୍ୱରୀ କୋଇଲା ଖଣି କୋଲ୍‌ କରିଡର ରାସ୍ତାର ଟ୍ରକ୍‌ ପାର୍କିଂଠାରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ଉପରେ ଶୁକ୍ରବାର ଅନ୍ୟ ଗୋଟିଏ ଟ୍ରକ…

3 years ago

ଆଶ୍‌ ପାଇପ ଫାଟି ରାସ୍ତା ଅବରୋଧ

କଣିହାଁ,୩୦।୬(ସଚିଦାନନ୍ଦ ପ୍ରଧାନ): କଣିହାଁ  ବ୍ଲକସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ଏକ ଆଶ୍‌ ପାଇପ ଫାଟି ଯିବାରୁ ଗୁରୁବାର ଅଧଘଣ୍ଟାରୁ ଅଧିକ ସମୟ ଧରି କଣିହାଁକୁ ସଂଯୋଗ କରୁଥିବା କାକୁଡିଆ-ଡେରେଙ୍ଗ…

3 years ago

ନିର୍ମାଣ ହେଉନି ପକ୍କାରାସ୍ତା, ବଢୁଛି ଅସନ୍ତୋଷ

ବଇଣ୍ଡା,୩୦।୬(ପରିକ୍ଷିତ ସାହୁ): ପ୍ରତ୍ୟେକ ଗ୍ରାମକୁ ଗମନାଗମନ କିଭଳି ସଦୃଢ଼ ହେବ ସେ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏସବୁ…

3 years ago

ସ୍ଥିତି ସୁଧାରିଲା ପ୍ରଶାସନ

ମାଧପୁର,୩୦ା୬(ମନୋଜ ପ୍ରଧାନ): ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳି ରେଞ୍ଜ ଅଫିସ ଠାରୁ ନୂଆଗାଁ ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ସୋରିଷପଙ୍କ କୁଡ଼ାସାହି ଗ୍ରାମ୍ୟ ରାସ୍ତା…

3 years ago

ନାଲ୍‌କୋ ସିପିପିରେ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ

ବଅଁରପାଳ,୩୦ା୬(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ସିପିପିରେ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଷ୍ଟକୟାର୍ଡରେ ବର୍ଷା ପାଣି ପଶିଯିବାରୁ କୋଇଲା…

3 years ago

ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ବଇଣ୍ଡା,୨୮।୬ (ପରିକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳୀ ଠାରୁ ବାମୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟରେ ବହୁ ବିଳମ୍ବ…

3 years ago

ଆତଙ୍କ ପ୍ରତିବାଦରେ ଆନ୍ଦୋଳନ

ଅନୁଗୋଳ, ୨୬।୬ (ଅମିତ ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ହାତୀ ଉପଦ୍ରବ ଥମୁନାହିଁ। ଚଳିତବର୍ଷ ଆରମ୍ଭରୁ ଅଦ୍ୟାବଧି ୧୭ରୁ ଅଧିକ ଲୋକଙ୍କ ଜୀବନ ନେଇସାରିଲେଣି ହାତୀପଲ।…

3 years ago