ଅନୁଗୋଳ

ଅଟୋ ଉପରେ ପଡ଼ିଲା ଗଛ: ଚାଲିଗଲା ମହିଳାଙ୍କ ଜୀବନ

ଖମାର,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅଧୀନ ବାଲିପଶି ଗ୍ରାମ ନିକଟ ୧୪୯ ନଂ. ଜାତୀୟ ରାଜପଥରେ ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ଚଳନ୍ତା…

4 years ago

କୋଇଲା ଚୋରା କାରବାରରେ କୋଟିପତି ହୋମଗାର୍ଡ

ଅନୁଗୋଳ ଅଫିସ,୨୭ା୫: ପୋଲିସ ଚାକିରିକୁ ଢାଲ କରି କୋଇଲା ଚୋରା କାରବାର କରୁଥିବା କଟକ ଜିଲା ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁଙ୍କୁ ଗିରଫ କରାଯାଇଛି।…

4 years ago

୧୫ ଭରି ସୁନା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ତାଳଚେର,୨୬।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ବିଭିନ୍ନ ଥାନା ଅଞ୍ଚଳରେ ଘନ ଘନ ଚୋରି, ଲୁଟ୍‌ ଓ ଅସାମାଜିକଙ୍କ ଦୌରାତ୍ମ୍ୟ ଲୋକଙ୍କ ଚିନ୍ତାର…

4 years ago

ବିପଦ ଜଳ ଜଳ, ବଦଳାଯାଉନି

ବଅଁରପାଳ,୨୬।୫ (ଡି.ଏନ.ଏ.): କେଉଁଠି ବିଦ୍ୟୁତ୍‌ ଖୁଣ୍ଟର ମୂଳ ନଷ୍ଟ ହୋଇଗଲାଣି ତ ଆଉ କେଉଁଠି ଖୁଣ୍ଟ ବାଙ୍କି ଗଲାଣି। ଅନେକ ସ୍ଥାନରେ ନିର୍ଦ୍ଧାରିତ ଉଚ୍ଚତାଠାରୁ ତଳକୁ ଓହଳି ରହିଛି…

4 years ago

ଦିନକରେ କଟାଗଲା ୨୭୭ ଚାଲାଣ

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଛି। ଜାତୀୟ ରାଜପଥ ହେଉ କି ରାଜ୍ୟ ରାଜପଥ, ଦୈନିକ ଦୁର୍ଘଟଣାରେ ଏକାଧିକ ଲୋକଙ୍କ…

4 years ago

ଗାଁ ବୁଲିଲେ, ଚାପ ଖେଳିଲେ

ଛେଣ୍ଡିପଦା,୨୫।୫(ସ୍ବ.ପ୍ର.) ପୋଖରୀରେ ଠାକୁରଙ୍କ ଚାପଖେଳ ବେଳେ ସୋମବାର ରାତିରେ କାଳବୈଶାଖୀ ବର୍ଷା ଛେଣ୍ଡିପଦା ଚନ୍ଦନଯାତ୍ରାରେ ବାଧା ସୃଷ୍ଟି କରିଛି। ପ୍ରକାଶ ଯେ, ସା ସମୟରେ ପାଗ ଅନୁକୂଳ…

4 years ago

୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି

ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫ ନଂ.…

4 years ago

କାର୍ଯ୍ୟକ୍ଷମ ପୂର୍ବରୁ ପରିତ୍ୟକ୍ତ

ମାଧପୁର,୨୫।୫ ଲୋକେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ନିମନ୍ତେ ସରକାରୀ ଅର୍ଥ ଖର୍ଚ୍ଚ ହେଲା। ନିର୍ମାଣ ହେଲା ଗୋଷ୍ଠୀ ଶୌଚାଳୟ। ହେଲେ ବର୍ଷେ ତଳୁ ନିର୍ମାଣ ସରିଥିଲେ…

4 years ago

ଆଜିଠାରୁ ଦୋକାନ ଉଚ୍ଛେଦ

ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ପଲସ୍ତରା ଖସିବା ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଫାଟକକୁ ମେଡିକାଲ କର୍ତ୍ତୃପକ୍ଷ…

4 years ago

ବେଗରେ ଲଗାଯାଉନି ବ୍ରେକ୍‌

ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ସହରକୁ ଦୁଇଭାଗ କରୁଥିବା ୫୫ନଂ. ଜାତୀୟ ରାଜପଥକୁ ନେଇ ପୂର୍ବରୁ ଡର ଥିଲା। ଦୈନିକ ସହସ୍ରାଧିକ ଭାରିଯାନ ଚଳାଚଳ କରୁଥିବାରୁ ଦୁର୍ଘଟଣା…

4 years ago