ଅନୁଗୋଳ

କୋଇଲା ଖଣି ସାଇଲୋରେ ଲାଗିଲା ନିଆଁ: ବିଭିନ୍ନ ଯନ୍ତ୍ରାଂଶ ପୋଡ଼ି ଛାରଖାର୍‌

ତାଳଚେର, ୬।୨(ମନୋଜ ନନ୍ଦ): ଅନୁଗୋଳ ଜିଲାର ତାଳଚେରସ୍ଥିତ ଏମସିଲ ଅଧିନସ୍ଥ ଭରତପୁର କୋଇଲା ଖଣି ସାଇଲୋରେ ସର୍ଟସର୍କିଟ ଯୋଗୁ ସାଇଲୋ ବେଲ୍ଟରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା। ଏଥିରେ କାହାର କୌଣସି ଅଘଟଣ ଘଟି ନ ଥିବାବେଳେ ବେଲ୍ଟ ଓ ବିଭିନ୍ନ…

ଫସଲ ଦେଖିବାକୁ ଫାର୍ମହାଉସ୍‌ ଯାଇଥିଲେ ଦମ୍ପତି, ଚାଲିଗଲା ଜୀବନ

ଅନୁଗୋଳ,୨୭ା୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ରଗତି ତଇଳା ଗ୍ରାମର ଏକ ଫାର୍ମ୍‌ହାଉସରେ ଦମ୍ପତିଙ୍କ ଜୀବନ ଯାଇଛି। ଉକ୍ତ ଫାର୍ମହାଉସ୍‌କୁ ପ୍ରତିଦିନ ଜଙ୍ଗଲି ହାତୀପଲ ଏବଂ ବାର୍‌ହା ଆସି ଫସଲ ନଷ୍ଟ କରିଥାନ୍ତି। ଉଭୟ ସ୍ବାମୀ ଏବଂ ସ୍ତ୍ରୀ…

ଓଲଟିଲା ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌: ୨ ମୃତ ୪୫ ଆହତ

ଅନୁଗୋଳ,୨୬।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ତାଳଚେର ଗହମଗ୍ରାମ ଆମ୍ଭତୋଟା ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୨ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ…

ରେଡିଓ ଏଫଏମ ସର୍ବୋଦୟ ଲୋକାର୍ପଣ

ଅନୁଗୋଳ ଅଫିସ,୨୪।୧(ମାନସ ବିଶ୍ୱାଳ): ଅନୁଗୋଳ ସହର ସ୍ଥିତ ବାଜି ରାଉତ ଛାତ୍ରାବାସ ପରିସରରେ ଉତ୍କଳ ଗାନ୍ଧୀ ସ୍ମାରକ ନିଧି ପକ୍ଷରୁ ରେଡିଓ ସର୍ବୋଦୟ (୮୯.୬ ଏମ) ନାମରେ ଏକ ଗୋଷ୍ଠୀ ବେତାର କେନ୍ଦ୍ର ଶୁକ୍ରବାର ଲୋକାର୍ପିତ ହୋଇଛି। ଏହି ରେଡିଓ ଷ୍ଟେଶନକୁ…

ବେକାରୀ ହ୍ରାସ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ,୨୩ା୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବନ ବିଭାଗ ଦ୍ୱାରା ଏକ ଦକ୍ଷତା ବିକାଶ ଏବଂ ମହିଳା ସଶକ୍ତିକରଣ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ଛେଣ୍ଡିପଦା ରେଞ୍ଜରେ ଆୟୋଜନ କରାଯାଇଥିଲା। ଏଥିରେ ଆମ ଜଙ୍ଗଲ ଯୋଜନା, ଅଧୀନରେ ଜିଲା ନିଯୁକ୍ତି ବିନିମୟ, ଜନ…

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ ପିଜି ଛାତ୍ରୀଛାତ୍ରୀ ଯୋଗଦେଇଥିଲେ। ଅଧ୍ୟକ୍ଷ ନୀଳାଞ୍ଚଳ ପଟେଲ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ…

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହୋଇ ଓଲଟିଲା ଟ୍ରକ

ଅନୁଗୋଳ୨୧।୧(ମାନସବିଶ୍ୱାଳ)୨୧।୧: ଅନୁଗୋଳ ସହର ୫୫ ନମ୍ବର ଜାତୀୟ ରାଜପଥ ନାଲକୋ ନଗରସ୍ଥିତ ସିପିପି ଛକ ନିକଟରେ ଏକ ମାଲ ବୋଝେଇ ଟ୍ରକ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଓଲଟି ପଡିଛି। ଦୁର୍ଘଟଣାରେ ଡ୍ରାଇଭର ଏବଂ…

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।…

ଘରେ ପଶି ଭଉଣୀ-ଭାଇଙ୍କୁ ଗୁଳିମାଡ଼, କଟକ ସ୍ଥାନାନ୍ତର

ବଇଣ୍ଡା,୩ା୧(ପରୀକ୍ଷିତ ସାହୁ ): ଅନୁଗୋଳ ଜିଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ଏହି ଗୁଳିମାଡ଼ରେ ୧୫ ବର୍ଷୀୟ ଭଉଣୀ ଏବଂ ୧୧…

ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ

ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରେ…

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା ବ୍ଲକ…

ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri