ଅନୁଗୋଳ

ତାତିଲେ ବିଦ୍ୟୁତ୍‌ ଉପଭୋକ୍ତା

ଅନୁଗୋଳ ଅଫିସ ୭।୪(ମାନସ ବିଶ୍ୱାଳ)- ଅଲ୍‌ ଇଣ୍ଡିଆ ଇଲେକ୍ଟ୍ରିସିଟି କଞ୍ଜୁମର୍ସ ଆସୋସିଏଶନର(ଏଆଇଇସିଏ) ଆହୱା କ୍ରମେ ୧ରୁ ୭ ଏପ୍ରିଲ ଦେଶବ୍ୟାପୀ ପ୍ରତିବାଦ ସପ୍ତାହ ଜାରି ରହିଛି । ଏହି ପରିପେକ୍ଷିରେ ପ୍ରିପେଡ ସ୍ମାର୍ଟ ମିଟର ଲଗାଇବା ବନ୍ଦ କରିବା, ଟାଇମ୍‌ ଅଫ୍‌…

ଅନୁଗୋଳରେ ଏନକାଉଣ୍ଟର, କୁଖ୍ୟାତ ଅପରାଧି କ୍ଷୀରୋଦ ନାୟକ ଗୁରୁତର 

ଅନୁଗୋଳ ଅଫିସ,୬।୪(ମାନସ ବିଶ୍ୱାଳ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ଶନିବାର ବିଳମ୍ବତ ରାତିରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ…

କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକକୁ ଏନକାଉଣ୍ଟର, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ତାଳଚେର,୩।୪(ମନୋଜ ନନ୍ଦ): ତାଳଚେର ପୋଲିସର ଏନକାଉଣ୍ଟର । ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର । ତାଳଚେର ଥାନା ଅଞ୍ଚଳରେ ତାଳଚେର ଥାନା ଏବଂ ଅନୁଗୁଳ ସ୍ପେଶାଲ ସ୍କାଡର ମିଳିତ ରେଡ ସମୟରେ ଗୁଳି ବିନିମୟରେ କୁଖ୍ୟାତ ଅନ୍ତଃଜିଲା ଅପରାଧି…

ନାଳରେ ପଡିଛି ଦନ୍ତାହାତୀର ମୃତଦେହ

ପାଲଲହଡ଼ା,୪।୧: ଅନୁଗୋଳ ଜିଲା ସଇଡ଼ା ପଞ୍ଚାୟତ ବିଜୁସାହି ନିକଟ ନାଳରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଛି ତାହା ଜଣାପଡିନାହିଁ। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ ନ ଥିବା ଅସୁବିଧା ହୋଇଛି। ଅନ୍ୟପକ୍ଷେ ଟଲରକୁ ରାସ୍ତାରୁ ହଟାଇବା ବ୍ୟବସ୍ଥା ନ ହେବାରୁ…

ତାଳଚେର ଓକିଲ ସଂଘ ନିର୍ବାଚନ: ସନ୍ତୋଷ ସଭାପତି, ମାନସ ସମ୍ପାଦକ

ତାଳଚେର,୨୯ା୩(ମନୋଜ ନନ୍ଦ)- ଅନୁଗୋଳ ଜିଲା ତାଳଚେର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସନ୍ତୋଷ ସାହୁ, ଉପସଭାପତି ଭାବେ ପ୍ରମୋଦ ପ୍ରଧାନ, ସାଧାରଣ ସମ୍ପାଦକ ଭାବେ ମାନସ ବାଇ ନିର୍ବାଚିତ ହୋଇଛନ୍ତି। ସେହିପରି ଅଡିଟର ଭାବେ…

ପାଲଲହଡ଼ା ଓକିଲ ସଂଘ ନିର୍ବାଚନ: ମନୋରଞ୍ଜନ ସଭାପତି, ରଶ୍ମିରଞ୍ଜନ ସମ୍ପାଦକ

ପାଲଲହଡ଼ା,୨୯ା୩(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ଓକିଲ ସଂଘର ସାଧାରଣ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଭାବେ ମନୋରଞ୍ଜନ ପାଳ, ଉପସଭାପତି ଭାବେ ସରୋଜ କୁମାର ମାହାନ୍ତି, ସମ୍ପାଦକ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକ ଓ ସହ ସମ୍ପାଦକ ଭାବେ…

ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ: ସୁଶାନ୍ତ ସଭାପତି, ଅର୍ଜୁନ ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସୁଶାନ୍ତ କୁମାର ମହାପାତ୍ର, ଉପସଭାପତି ଭାବେ ବିଦ୍ୟୁତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଭାବେ ଅର୍ଜୁନ କୁମାର ରାଉଳ, ସହ ସମ୍ପାଦକ ଭାବେ ନୀଳାଞ୍ଚଳ…

ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ: ହିମାଂଶୁ ସଭାପତି, ଧ୍ରୁବଚରଣ ସମ୍ପାଦକ

ଅନୁଗୋଳ,୨୯ା୩ (ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ)- ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ହିମାଂଶୁ ଭୂଷଣ ସାମଲ ଏବଂ ସାଧାରଣ ସମ୍ପାଦକ ଭାବେ ଧ୍ରୁବଚରଣ ସାହୁ ନିର୍ବାଚିତ ହୋଇଛନ୍ତି। ଉପ ସଭାପତି ଭାବେ ପ୍ରଫୁଲ୍ଲ ନାୟକ,…

ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ: ଦୁର୍ଯ୍ୟୋଧନ ସଭାପତି, ଅଶୋକ କୁମାର ସମ୍ପାଦକ

ଛେଣ୍ଡିପଦା,୨୯ା୩ (ଅଜିତ ଧଳ)- ଅନୁଗୋଳ ଜିଲା ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଦୁର୍ଯ୍ୟୋଧନ ମାଝୀ ବିଜୟୀ ହୋଇଛନ୍ତି। ସେ ୨ ଖଣ୍ଡ ଭୋଟରେ ନଗେନ ନନ୍ଦଙ୍କୁ ପରାସ୍ତ କରିଛନ୍ତି। ଉପସଭାପତି ଭାବେ ବିଜୟ କୁମାର…

ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ: ଅଞ୍ଜନ ସଭାପତି, ସୁଧାଂଶୁ ଶେଖର ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ ନିର୍ବାଚନ ବିନା ପ୍ରତିଦ୍ବନ୍ଦ୍ୱିତାରେ ଶେଷ ହୋଇଛି। ପ୍ରତି ପଦବୀ ପାଇଁ ୨ ଜଣ ଲେଖାଏ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ ହେଁ ପରେ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନପତ୍ର ପ୍ରତ୍ୟାହାର…

ସରିଲା ଭୋଟ: ଫଳାଫଳକୁ ଅପେକ୍ଷା

ଅନୁଗୋଳ ଅଫିସ,୨୯।୩(ମାନସ ବିଶ୍ୱାଳ): ସାରା ରାଜ୍ୟରେ ଶନିବାର ସମସ୍ତ ବାର ଆସୋସିଏସନର ନିର୍ବାଚନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ମତଦାନ ସମୟ ଥିବାବେଳେ ଅପରାହ୍ନ ୪ଟା ସମୟରେ ଗଣତି କାର୍ଯ୍ୟକ୍ରମ ଆରମ୍ଭ ହେବ। ଅନୁଗୋଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?