୩ ଦଫା ଦାବିରେ ଖଣି ବନ୍ଦ ଆନ୍ଦୋଳନ
ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଜମିହରା ପ୍ରଜା ହିଙ୍ଗୁଳା କୋଇଲା ଖଣି,…
ଗଞ୍ଜେଇ ବ୍ୟବସାୟ କରି କୋଟିପତି
ଛେଣ୍ଡିପଦା, ୨୮ା୧୧(ସ୍ବ.ପ୍ର.)-ଗଞ୍ଜେଇ ବ୍ୟବସାୟ କରି ଛିଡ଼ା କରିଥିଲେ ବିଶାଳ ସାମ୍ରାଜ୍ୟ। ରାଜ୍ୟ ବାହାର ବ୍ୟବସାୟୀଙ୍କ ସହ ସମ୍ପର୍କ ବଢ଼ାଇ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଚାଲିଥିଲା କୋଟି କୋଟି ଟଙ୍କାର କାରବାର। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ପୋଲିସ ସ୍କାନରରେ ଥିବା…
ମରାମତି ଦାବିରେ ରାଜପଥ ଅବରୋଧ
ବଅଁରପାଳ,୨୬।୧୧(ଡି.ଏନ.ଏ.) – ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୟ ରାଜପଥର ବହୁ ସ୍ଥାନ ଶୋଚନୀୟ ହୋଇପଡିଛି। ଅନୁଗୋଳ ଠାରୁ ଜୋରଗଡ଼ିଆ ପର୍ଯ୍ୟନ୍ତ ଅନେକ ସ୍ଥାନରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଛି। ହେଲେ କର୍ତ୍ତୃପକ୍ଷ ମରାମତି କରୁ ନ ଥିବାରୁ…
ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ
ବଇଣ୍ଡା,୨୬।୧୧(ଡି.ଏନ.ଏ.) – କିଶୋରନଗର ବ୍ଲକ ଲୁହାମୁଣ୍ଡା, ବିଲେଇନାଳି, କଟରଙ୍ଗା, ଉରୁକୁଳା, ନାକିଚି, ଠେଲକନାଳି, ଆମ୍ବପାଳ, ଝରାବେରେଣି, ହିମିତିରା ପଞ୍ଚାୟତରେ ଗୁରୁବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କରାଯାଇଛି। ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ…
ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲା କାୟାକଳ୍ପ ଟିମ୍
ଅନୁଗୋଳ ଅଫିସ, ୨୬।୧୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଗୁରୁବାର କାୟାକଳ୍ପ ଟିମ୍ ପରିଦର୍ଶନ କରିଛନ୍ତି। ଏହି ଟିମ୍ ଆସିବା ପୂର୍ବରୁ ବୁଧବାର ରାତିରେ ମେଡିକାଲ ପରିସର ସଫେଇ ସହ ସୌନ୍ଦର୍ଯ୍ୟକରଣ ଦିନଗରେ କର୍ତ୍ତୃପକ୍ଷ ଉଦ୍ୟମ କରିଥିବା ଦେଖିବାକୁ ମିଳିଥିଲା।…
ଟ୍ରାଫିକ୍, ପାର୍କିଂ ବ୍ୟବସ୍ଥା ହେବ କଡ଼ାକଡ଼ି
ଅନୁଗୋଳ ଅଫିସ, ୨୬।୧୧ – ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣାର ହାର ହ୍ରାସ କରିବା ପାଇଁ ଗୁରୁବାର ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ୫୫ନଂ.…
ସଫଳ ପରିଚାଳନା ଉପରେ ଗୁରୁତ୍ୱ
ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲା ଗ୍ରାମ୍ୟ…
ରାଶନ ସାମଗ୍ରୀ ପାଇଁ ୪୦ କି.ମି.
ବଇଣ୍ଡା,୨୧।୧୧(ଡି.ଏନ.ଏ.) ରହୁଛନ୍ତି ଗୋଟିଏ ପଞ୍ଚାୟତରେ। ଭୋଟର ପରିଚୟପତ୍ର ଅଛି ଅନ୍ୟ ପଞ୍ଚାୟତରେ। ଏହି କାରଣରୁ ୧୫ ପରିବାର ହେଉଛନ୍ତି ହଇରାଣ। ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସେମାନେ ସାମିଲ ଥିଲେ ମଧ୍ୟ ଟଙ୍କିକିଆ ଚାଉଳ ଆଣିବାକୁ ସେମାନଙ୍କୁ ୪୦ କିଲୋମିଟର ଦୂର ଯିବାକୁ…
ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍ଥ କାର୍ଡ
ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ…
ସୌନ୍ଦର୍ଯ୍ୟ ଦେଖିବେ ସହରବାସୀ
ଅନୁଗୋଳ ଅଫିସ, ୧୯ ।୧୧ ସୁନ୍ଦର ଦିଶିବ ଅନୁଗୋଳ ସହର। ବହୁ କୋଟି ଟଙ୍କା ବ୍ୟୟରେ ଏଥିପାଇଁ ପ୍ରସ୍ତୁତ କରାଯାଇଛି ଭିତ୍ତିଭୂମି। ମାସ ମାସ ଧରି ବିଭିନ୍ନ ସ୍ଥାନରେ ଚାଲିଛି ନିର୍ମାଣ କାର୍ଯ୍ୟ। ଆଉ ମାତ୍ର ଦିନକ ପରେ ଅର୍ଥାତ୍ ୨୦…
ଅନୁଗୋଳରେ ୫୦ ପ୍ରତିଶତ ଉପସ୍ଥାନ
ଅନୁଗୋଳ ଅଫିସ, ୧୬।୧୧- ଅନୁଗୋଳ ଜିଲାରେ ସୋମବାର ୬ଷ୍ଠ ଓ ୭ମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିବାରୁ ପ୍ରଥମ ଦିନରେ ୫୦ ପ୍ରତିଶତ ଉପସ୍ଥାନ ଦେଖିବାକୁ ମିଳିଛି। ଦୀର୍ଘ ଦିନ ପରେ ବିଦ୍ୟାଳୟ ଖୋଲୁଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ…
ଲାଇଫ ଲାଇନ ଏକ୍ସପ୍ରେସରେ ରୋଗୀ ସେବା
ଅନୁଗୋଳ ଅଫିସ,୧୬।୧୧- ହସ୍ପିଟାଲ ଇନ୍ ଟ୍ରେନ ବା ଲାଇଫ୍ ଲାଇନ ଏକ୍ସପ୍ରେସ୍ ଯୋଗେ ଅନୁଗୋଳ ରେଳ ଷ୍ଟେଶନରେ ରୋଗୀ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ୩୦ ତାରିଖ ପର୍ଯ୍ୟନ୍ତ ଏହି ଟ୍ରେନ ଷ୍ଟେଶନରେ ରହି ଗରିବ ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା…
Archives


