ହେଲିକପ୍ଟର ଦୁର୍ଘଟଣାରେ ବିପିନ ରାଓ୍ବତଙ୍କ ସହ ଥିଲେ ଜଣେ ଓଡ଼ିଆ ପୁଅ
ଅନୁଗୋଳ ଅଫିସ,୯ା୧୨: ତାମିଲନାଡୁରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଯବାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ରାଣାପ୍ରତାପ ଦାସ। ଯାହାଙ୍କ ଦେହାନ୍ତରେ…
ଆଖୁ ଖାଇବାକୁ ଆସି ଫସିଲା ଭାଲୁ
ଅନୁଗୋଳ ଅଫିସ,୮।୧୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ଗାଁକୁ ଆଖୁ ଖାଇବାକୁ ଆସି ଏକ ଭାଲୁ କୂଅରେ ଖସି ପଡିଥିଲା । ଗାଁର କିଛି ବ୍ୟକ୍ତି ସେହି ବାଟ ଦେଇ ଯାଉଥିବା ବେଳେ ଗର୍ଜନ ଶୁଣି ଭାଲୁଟିକୁ ଦେଖିଥିଲେ ।…
ମିଳିବ ନିଃଶୁଳ୍କ ପ୍ରଶିକ୍ଷଣ
ଅନୁଗୋଳ ଅଫିସ, ୭।୧୨ ରାଜ୍ୟର ଶିକ୍ଷିତ ଯୁବତୀଯୁବକଙ୍କୁ ନିଃଶୁଳ୍କ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରାଯିବ। ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ଟ୍ରେଡ୍ରେ ଉଚ୍ଚମାନର ପ୍ରଶିକ୍ଷଣ ଦିଆଯିବା ପରେ ସେମାନେ ସ୍ବାବଲମ୍ବୀ ହୋଇପାରିବେ। ଏଭଳି ଉଦ୍ଦେଶ୍ୟ ନେଇ ସୋମବାର ଜେଏସ୍ପିଏଲ୍ ଫାଉଣ୍ଡେଶନ ଦ୍ୱାରା…
‘ଗୃହରକ୍ଷୀଙ୍କ ଅବଦାନ ପ୍ରଶଂସନୀୟ’
ଅନୁଗୋଳ ଅଫିସ, ୭।୧୨ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଗ୍ରାଉଣ୍ଡରେ ୫୯ତମ ଗୃହରକ୍ଷୀ ଓ ବେସାମରିକ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ. ସାର୍ଥକ ଷଡ଼ଙ୍ଗୀ, ସମ୍ମାନିତ ଅତିଥି ଏସ୍ପି ଜଗମୋହନ ମୀନା…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା
ଅନୁଗୋଳ ଅଫିସ, ୭।୧୨ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ବଲଙ୍ଗସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକରେ ସୋମବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ…
ଚାଷୀଙ୍କୁ କଚାଡ଼ି ମାରିଲା ହାତୀ
ବଅଁରପାଳ,୬।୧୧(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏକ ପଲରେ ୪୬ ହାତୀ ଆତଙ୍କ ସୃଷ୍ଟି କରିଚାଲିଛନ୍ତି। ସୋମବାର ହାତୀ ଆକ୍ରମଣରେ ନଳଟାଙ୍ଗର ଗ୍ରାମର ଚାଷୀ ଧନେଶ୍ୱର ଭୁକ୍ତା (୬୦)ଙ୍କ ଜୀବନ ଯାଇଛି। ସକାଳୁ ବିଲକୁ ଯାଇଥିବାବେଳେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ।…
ପାଚିଲା ଧାନ ଉପରେ ବର୍ଷା ପାଣି
ଅନୁଗୋଳ ଅଫିସ, ୬।୧୨: ବାତ୍ୟା ଜଓ୍ବାଦ ପ୍ରଭାବରେ ୨ ଦିନ ଧରି ବର୍ଷା ଲାଗିରହିବାରୁ ଅନୁଗୋଳ ଜିଲାର ସହସ୍ରାଧିକ ଏକର ଧାନ ଫସଲ ନଷ୍ଟ ହୋଇଯିବା ଆଶଙ୍କା ସୃଷ୍ଟି ହୋଇଛି। ପାଚିଲା ଧାନ ଜମିରେ ବର୍ଷା ପାଣି ଠିଆ ହୋଇରହିଥିବାରୁ ତଳେ…
ଫ୍ୟାଶନ ଶୋ’ରେ ଚମକିଲେ ଶିକ୍ଷକ, ଛାତ୍ରୀ
ଅନୁଗୋଳ ଅଫିସ,୫।୧୨ – ନଭେମ୍ବର ୨୬ ଓ ୨୭ ତାରିଖରେ ପୁରୀଠାରେ ଅନୁଷ୍ଠିତ ଗ୍ଲୋବାଲ ମଡେଲ ଇଣ୍ଡିଆ ଫ୍ୟାଶନ ଶୋ’ରେ ଚମକିଛନ୍ତି ଅନୁଗୋଳର ଶିକ୍ଷକ ସୌମ୍ୟ ରଞ୍ଜନ ଓ ଛାତ୍ରୀ ସାଇ ଲକ୍ସନ୍ୟା। ସୌମ୍ୟ ବେଷ୍ଟ ଆକ୍ଟିଭ ମଡେଲ ଭାବେ ପୁରସ୍କୃତ…
ନିୟନ୍ତ୍ରଣରେ ନାହିଁ ନିଶା
ଖମାର,୫।୧୨(ଡି.ଏନ.ଏ.) – ଅବକାରୀ ରାଜସ୍ୱରେ ବୃଦ୍ଧି ପାଇଁ ରାଜ୍ୟରେ ମଦର ବ୍ୟାପକ ପ୍ରସାର କରାଯାଉଛି। ନୂଆ ନୂଆ ଦୋକାନ ଖୋଲିବାକୁ ଅନୁମତି ଦିଆଯାଉଛି। ଏଥିରୁ ଗ୍ରାମାଞ୍ଚଳ ମଧ୍ୟ ବାଦ୍ ପଡ଼ୁନାହିଁ। ଅନେକ ସ୍ଥାନରେ ମହିଳାମାନେ ବିରୋଧ କରୁଥିଲେ ମଧ୍ୟ ତାହାକୁ ଗୁରୁତ୍ୱ…
ଇନୋଭା -ଟ୍ରକ ମୁହାଁମୁହିଁ ଧକ୍କା,୨ମୃତ
ଛେଣ୍ଡିପଦା ,୪।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅନୁଗୋଳ- ଛେଣ୍ଡିପଦା ଯାଇଥିବା ୬୩ ନଂ ରାଜ୍ୟ ରାଜପଥର ଜିନ୍ଦଲଠାରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର…
ଭିନ୍ନକ୍ଷମ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ
ଅନୁଗୋଳ ଅଫିସ, ୪।୧୨- ଅନୁଗୋଳସ୍ଥିତ ଜେଏସ୍ପିଏଲ୍ ଫାଉଣ୍ଡେଶନ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଜିନ୍ଦଲ ନଗର ପରିସରରେ ଥିବା ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଡିଏସ୍ଏସ୍ଓ ନାରାୟଣ ମହାପାତ୍ର, ଅନିତା ମିତ୍ତଲ, ଅନିନ୍ଦିତା ବନ୍ଦୋପାଧ୍ୟାୟ,…
ଠିକ୍ ଭାବେ ସଫେଇ ହେଉନି ସହର:ଲୋକଙ୍କୁ ଘାରିଲାଣି ଡେଙ୍ଗୁ ଭୟ
ଅନୁଗୋଳ ଅଫିସ, ୪।୧୨- ଅନୁଗୋଳ ଜିଲାରୁ କେତେଜଣ ଡେଙ୍ଗୁ ରୋଗୀ ବାହାରିଲେଣି। ସେମାନେ ବିଭିନ୍ନ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଥିଲେ ମଧ୍ୟ ପ୍ରଶାସନ ନିକଟରେ ଏ ନେଇ ଉପଯୁକ୍ତ ତଥ୍ୟ ପହଞ୍ଚିନାହିଁ। ଏପରି କି ଡେଙ୍ଗୁ ଯେପରି ନ…

