ଅନୁଗୋଳ

ଫସଲ ବଞ୍ଚାଇବାକୁ ଜୀବନ ବାଜି: ମଞ୍ଚାରେ ବିତୁଛି ମାସ ପରେ ମାସ

ବନ୍ତଳା, ୧୪।୧୨ (ଦିନେଶ ଦେହୁରୀ) – ପରିବାର ପ୍ରତିପୋଷଣ ପାଇଁ ସେମିତି କିଛି ଆୟ ନାହିଁ। ଯେଉଁ ଅଳ୍ପ କିଛି ଜମି ଅଛି ସେଥିରେ ଦିନରାତି ପରିଶ୍ରମ କରି ଚାଷ କରୁଛନ୍ତି। ହେଲେ ସମସ୍ତ ଫସଲ ଯେ ଅମଳ ହୋଇ...

ନାଲକୋ କଲୋନୀରେ ଦୁର୍ଘଟଣା

ବଅଁରପାଳ,୧୩।୧୨(ଡି.ଏନ.ଏ): ଅନୁଗୋଳ ଜିଲା ପବଅଁରପାଳ ନିକଟ ଶୁକ୍ରବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ନାଲକୋ କଲୋନୀର ଟିଏ ଲାଇନରେ ଏକ କାର ପାଚେରୀରେ ପିଟି ହୋଇଯାଇଥିଲା। ଫଳରେ ପାଚେରୀ ଭାଙ୍ଗିଯିବା ସହ ଚାଳକ ଆହତ ହୋଇଛନ୍ତି। ଆହତ ଚାଳକଙ୍କୁ ନିକଟସ୍ଥ...

ପୌରପାଳିକାରେ ଆରମ୍ଭ ହେଲା ‘ମୋ ସରକାର’: ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧୨-ଅନୁଗୋଳ ପୌରପାଳିକାରେ ମୋ ସରକାର ସେଲ୍‌ ଗୁରୁବାରଠାରୁ ଖୋଲାଯାଇଛି। ଏଣିକି ଅଭିଯୋଗ ନେଇ ପୌର କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ତୁରନ୍ତ ବସିବା ପାଇଁ ଚୌକି ସହ ପିଇବାକୁ ପାଣି ଦିଆଯିବ। ଅଭିଯୋଗ ଉପରେ ପଦକ୍ଷେପ ନିଆଯିବା ପ୍ରକ୍ରିୟା...

ଜନ୍ମଦିନରେ ଚାଲିଗଲା ଜୀବନ: ଟ୍ରକ୍‌ ଧକ୍କାରେ ମା’ଓ ପୁଅ ମୃତ

ଅନୁଗୋଳ ଅଫିସ, ୧୩।୧୨-ପୁଅର ଜନ୍ମଦିନ ଥିବାରୁ ଧରମ ଅଜାଙ୍କ ସହ ସ୍କୁଟିରେ ବୁଢ଼ୀ ଠାକୁରାଣୀ ମନ୍ଦିର ଆସିଥିଲେ ମା’ ଓ ପୁଅ। ସେଠାରେ ପୂଜାର୍ଚ୍ଚନା ସାରି ଘରକୁ ଫେରିବା ବେଳେ ପଛପଟୁ ଆସୁଥିବା ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇ...

ସରିବ ନାଲ୍‌କୋ ସ୍ବୀକୃତିପ୍ରାପ୍ତ ସଙ୍ଗଠନର କାର୍ଯ୍ୟକାଳ: ଆରମ୍ଭ ହେଲାଣି ନିର୍ବାଚନ ପ୍ରସ୍ତୁତି

ବଅଁରପାଳ, ୧୩।୧୨(ଡି.ଏନ୍‌.ଏ)-ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟରେ ନାଲ୍‌କୋ ଦ୍ୱାରା ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜୁଦୁର ସଂଘ(ଏଏମ୍‌ଏସ୍‌)ର କାର୍ଯ୍ୟକଳାପ ଆସନ୍ତା ଜାନୁୟାରୀ ୯ ତାରିଖରେ ଶେଷ ହେବ। ପରେ ସ୍ମେଲଟରରେ ସ୍ବୀକୃତିପ୍ରାପ୍ତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେ ଠାରୁ...

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ...

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ; କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୨।୧୨:  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି...

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଅନୁଗୋଳ ଅଫିସ,୧୧।୧୨: ଅନୁଗୋଳ ବଅଁରପାଳ ହାଟ ନିକଟରେ ଏକ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି । ଟେନ୍‌ଟି ଦାମନଯୋଡ଼ିରୁ ନାଲ୍‌କୋକୁ ଆଲୁମିନା ଆଣୁଥିବା ବେଳେ ଲାଇନ୍‌ଚ୍ୟୁତ ହୋଇଛି। କେଉଁ କାରଣରୁ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଛି ତାହା ସ୍ପଷ୍ଟ ହୋଇ ନ...

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି...

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ ଟାଟା ଏସିଇ (ନଂ. ଓଡି୧୯ପି-୩୪୭୮) ଜବତ କରିଛନ୍ତି। ଆଠମଲ୍ଲିକ ଥାନା ପତକାଆଡୁ ଆଠମଲ୍ଲିକ...

Advertisement


Archives

Model This Week

Why Dharitri