ଅନୁଗୋଳ

ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ…

ସୌନ୍ଦର୍ଯ୍ୟ ଦେଖିବେ ସହରବାସୀ

ଅନୁଗୋଳ ଅଫିସ, ୧୯ ।୧୧ ସୁନ୍ଦର ଦିଶିବ ଅନୁଗୋଳ ସହର। ବହୁ କୋଟି ଟଙ୍କା ବ୍ୟୟରେ ଏଥିପାଇଁ ପ୍ରସ୍ତୁତ କରାଯାଇଛି ଭିତ୍ତିଭୂମି। ମାସ ମାସ ଧରି ବିଭିନ୍ନ ସ୍ଥାନରେ ଚାଲିଛି ନିର୍ମାଣ କାର୍ଯ୍ୟ। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨୦…

ଅନୁଗୋଳରେ ୫୦ ପ୍ରତିଶତ ଉପସ୍ଥାନ

ଅନୁଗୋଳ ଅଫିସ, ୧୬।୧୧- ଅନୁଗୋଳ ଜିଲାରେ ସୋମବାର ୬ଷ୍ଠ ଓ ୭ମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିବାରୁ ପ୍ରଥମ ଦିନରେ ୫୦ ପ୍ରତିଶତ ଉପସ୍ଥାନ ଦେଖିବାକୁ ମିଳିଛି। ଦୀର୍ଘ ଦିନ ପରେ ବିଦ୍ୟାଳୟ ଖୋଲୁଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ…

ଲାଇଫ ଲାଇନ ଏକ୍ସପ୍ରେସରେ ରୋଗୀ ସେବା

ଅନୁଗୋଳ ଅଫିସ,୧୬।୧୧- ହସ୍ପିଟାଲ ଇନ୍‌ ଟ୍ରେନ ବା ଲାଇଫ୍‌ ଲାଇନ ଏକ୍ସପ୍ରେସ୍‌ ଯୋଗେ ଅନୁଗୋଳ ରେଳ ଷ୍ଟେଶନରେ ରୋଗୀ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ୩୦ ତାରିଖ ପର୍ଯ୍ୟନ୍ତ ଏହି ଟ୍ରେନ ଷ୍ଟେଶନରେ ରହି ଗରିବ ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା…

ପ୍ରଶାସନ କଲାନି, କର୍ମଚାରୀ କଲେ

ବଇଣ୍ଡା,୧୬।୧୧(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଜନତା କଲେଜକୁ ଦୂରାଦୂରାନ୍ତରୁ ବହୁ ଛାତ୍ରୀଛାତ୍ର ବସ୍‌ ଯୋଗେ ଯାତାୟାତ କରୁଛନ୍ତି। କଲେଜ ନିକଟରେ ବସ୍‌କୁ ଅପେକ୍ଷା କରିବା ପାଇଁ ପୂର୍ବରୁ ଥିବା ଏକ ବିଶ୍ରାମାଗାରକୁ ରାଜପଥ ପ୍ରଶସ୍ତୀକରଣ ପାଇଁ ଭାଙ୍ଗି ଦିଆଯାଇଥିଲା। ସେବେଠାରୁ ଛାତ୍ରୀଛାତ୍ରମାନେ…

ସତ ହେଲା ଭଉଣୀଭାଇଙ୍କ ସ୍ବପ୍ନ

ଅନୁଗୋଳ ଅଫିସ, ୧୫ା୧୧: ନହୁରାଣୀ ପୋଲ ଏବେ ଚଳଚଞ୍ଚଳ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇ ନ ଥିଲେ ମଧ୍ୟ ବ୍ରିଜ୍‌ ଦେଇ ଚଳାଚଳ କରୁଛି ଦୈନିକ ଶତାଧିକ ଗାଡ଼ି। ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବୁଢ଼ାନାଳୀ ଗ୍ରାମ ସହିତ ଅନୁଗୋଳ…

ଦୋଷ ଖସାଇବାକୁ ଉଦ୍ୟମ

ଅନୁଗୋଳ ଅଫିସ, ୧୫ା୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୦୧୯ ମାର୍ଚ୍ଚ ୧୩ରୁ ୨୦୨୧ ମଧ୍ୟରେ ପାରା ମେଡିକାଲ ଷ୍ଟାଫ୍‌ ନିଯୁକ୍ତିରେ ବ୍ୟାପକ ଅନିୟମିତତା ହୋଇଛି। ଏହି ସମୟ ମଧ୍ୟରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ତୁରନ୍ତ ଛଟେଇ କରିବାକୁ ରାଜ୍ୟ ସରକାର…

ରାତି ଅଧିଆ କାଢ଼ି ଦେଲେ

ଅନୁଗୋଳ ଅଫିସ, ୧୪।୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୦୧୯ ମାର୍ଚ୍ଚ ୧୩ରୁ ୨୦୨୧ ମଧ୍ୟରେ ପାରା ମେଡିକାଲ ଷ୍ଟାଫ୍‌ ନିଯୁକ୍ତିରେ ଅନିୟମିତତା ହୋଇଥିବାରୁ ରାଜ୍ୟ ସରକାର ତୁରନ୍ତ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରିବାକୁ ଗତ ୧୧ ତାରିଖରେ ଚିଠି କରିଥିଲେ।…

ଅନୁଗୋଳରେ ଲାଇଫ ଲାଇନ ଏକ୍ସପ୍ରେସ

ଅନୁଗୋଳ ଅଫିସ, ୧୪।୧୧: ଅନୁଗୋଳ ରେଳ ଷ୍ଟେଶନରେ ପ୍ରଥମ ଥର ପାଇଁ ହସ୍ପିିଟାଲ ଇନ୍‌ ଟ୍ରେନ ଲାଗିଛି। ଏହା ୧୫ ଦିନ ପର୍ଯ୍ୟନ୍ତ ଷ୍ଟେଶନ୍‌ରେ ରହି ରୋଗୀଙ୍କୁ ବିନା ମୂଲ୍ୟରେ ଚିକିତ୍ସା ସେବା ଯୋଗାଇ ଦେବା ସହ ଔଷଧ ପ୍ରଦାନ କରିବ।…

କାର୍ଯ୍ୟକ୍ଷମ ହେଉନି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର

ଛେଣ୍ଡିପଦା,୧୨।୧୧(ସ୍ବ.ପ୍ର.) ଦୁଗ୍ଧ ଉତ୍ପାଦନ ବଢ଼ାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗ୍ରାମାଞ୍ଚଳର ଦୁଗ୍ଧ ଚାଷୀମାନଙ୍କୁ ଅଧିକରୁ ଅଧିକ ଗୋପାଳନ ପାଇଁ ପ୍ରୋତ୍ସାହିତ କରୁଛନ୍ତି। ବ୍ୟାଙ୍କ ମାଧ୍ୟମରେ ଆବଶ୍ୟକ ଋଣ ଯୋଗାଇ ଦେଉଛନ୍ତି। ହେଲେ ଚାଷୀମାନେ କିପରି ସହଜରେ ଉତ୍ପାଦିତ ଦୁଗ୍ଧ…

୧୨ ଘରୋଇ ସଂସ୍ଥା କରିବେ କୋଇଲା ଉତ୍ତୋଳନ

ଅନୁଗୋଳ ଅଫିସ, ୧୧|୧୧: ଅନୁଗୋଳ ଜିଲାରେ ଥିବା କୋଇଲା ଖଣିରୁ ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ସହ ଆଉ ୧୨ଟି ବେସରକାରୀ ଶିଳ୍ପ ସଂସ୍ଥା ଖୁବ୍‌ଶୀଘ୍ର କୋଇଲା ଉତ୍ତୋଳନ କରିବେ। ଏଥିସହ ଅନୁଗୋଳ ଓ ଢେଙ୍କାନାଳ ଜିଲାର ଶିଳ୍ପାନୁଷ୍ଠାନ ଗୁଡିକର…

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌: ୧୫ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୦ା୧୧(ଡି.ଏନ୍‌.ଏ.): ଛେଣ୍ଡିପଦା-ଅନୁଗୋଳ ୬୩ ନଂ ରାଜ୍ୟ ରାଜପଥର ନିଶା ଶିଳ୍ପାଞ୍ଚଳ ଥାନାର ଜିନ୍ଦଲ ଫାଟକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ନିଶାସ୍ଥିତ ଜିନ୍ଦଲ କମ୍ପାନୀର ମ୍ୟାଟେରିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?