କଣ୍ଟ ପୂରିଲା, ନିଯୁକ୍ତି ନୋହିଲା
ଅନୁଗୋଳ ଅଫିସ, ୮।୧୧: କଣ୍ଟ ପୂରିଲା। ହେଲେ ମିଳିଲାନି ନିଯୁକ୍ତି। ଏହାର ପ୍ରତିବାଦରେ ନବରତ୍ନ କମ୍ପାନୀ ନାଲ୍କୋ ସ୍ପୋନ୍ସର୍ଡ ଆଇଟିଆଇ (ଏଲ୍ଏପି) କ୍ଷତିଗ୍ରସ୍ତ ପ୍ରଜାସଂଘର ୧୯୮ ସଦସ୍ୟ ଏବଂ ସେମାନଙ୍କ ପରିବାର ଗଣତାନ୍ତ୍ରିକ ପଦ୍ଧତିରେ ଅର୍ଥନୈତିକ ଅବରୋଧ କରିବେ ବୋଲି ନିଷ୍ପତ୍ତି…
ନୂଆଗଡ଼ ପୋଲ ନିର୍ମାଣ ବିଳମ୍ବ
ଆଠମଲ୍ଲିକ, ୭।୧୧(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ନୂଆଗଡ଼ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟୁଥିବା ୯ ଗ୍ରାମର ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଗୁରୁବାର ନୂଆଗଡ ପିଢ ନିକଟରେ ଏକ ବୈଠକ ବସିଥିଲା। ସୂଚନାଯୋଗ୍ୟ, ଆଠମଲ୍ଲିକ-ବଇଣ୍ଡା ପୂର୍ତ୍ତ…
ଦାୟିତ୍ୱ ନ ନେବାରୁ ଦୟନୀୟ
ଛେଣ୍ଡିପଦା,୪।୧୧(ସ୍ବ.ପ୍ର.) ଦୀର୍ଘବର୍ଷ ହେଲା ମରାମତି ହୋଇନି ଦୁଇ ଜିଲାର ସୀମାନ୍ତ ରାସ୍ତା। ଫଳରେ କେଉଁସ୍ଥାନରେ ଏହା ଦବି ଯାଇଛି ତ ଆଉ କେଉଁଠି ଲମ୍ବା ଫାଟ ସୃଷ୍ଟି ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ…
ବିଜେଡି ଛାଡ଼ିଲେ ସଞ୍ଜୀବ
ଅନୁଗୋଳ ଅଫିସ,୪।୧୧: ଓଡ଼ିଶା ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିବା ଓ ଏକାଧିକଥର ମନ୍ତ୍ରୀ ପଦ ପାଇଥିବା ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୀବ କୁମାର ସାହୁ ବୁଧବାର ବିଜେଡି ସହ ସମ୍ପର୍କ ଛିନ୍ନ କରିଛନ୍ତି। ଅନୁଗୋଳଠାରେ ଆୟୋଜିତ ଏକ…
ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା
ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ ସେ…
କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ
ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ ଆନ୍ଦୋଳନ ଚଳାଇଛନ୍ତି। ଫଳରେ କୋଇଲା ଉତ୍ପାଦନ ଓ ପରିବହନ ବାଧାପ୍ରାପ୍ତ ହୋଇଛି। ପ୍ରକାଶ ଯେ,…
ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ
ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍ପି ମହେଶ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ତାଳଚେର ବିଧାୟକ…
କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା
ଅନୁଗୋଳ ଅଫିସ, ୨।୧୧ ତୈଳ, ରନ୍ଧନ ଗ୍ୟାସ୍ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ମୂଲ୍ୟ ବୃଦ୍ଧିର ଜୋରଦାର ପ୍ରତିବାଦ କରିଛି ଅନୁଗୋଳ ବିଜୁ ମହିଳା ସଙ୍ଗଠନ। ସୋମବାର ପୂର୍ବାହ୍ନରେ ଅନୁଗୋଳ ବିଜେଡି ପକ୍ଷରୁ ସ୍ଥାନୀୟ ବିଜୁ ମଇଦାନଠାରୁ ଏକ ଶୋଭାଯାତ୍ରା…
ସମ୍ପତ୍ତିରୁ ମିଳୁନି ଉତ୍ତରାଧିକାରୀ ସୁଯୋଗ
ଅନୁଗୋଳ ଅଫିସ, ୧।୧୧: ପୈତୃକ ସମ୍ପତ୍ତି ସତ୍ତ୍ୱେ ପୁତ୍ରକୁ ମିଳୁନି ଉତ୍ତରାଧିକାରୀ ପ୍ରମାଣପତ୍ର। ଏପରି କି ଦଖଲରେ ଥିଲେ ମଧ୍ୟ ଜାତି, ଆୟ ଓ ବାସିନ୍ଦା ପ୍ରମାଣପତ୍ର ପାଇବା ସୁଯୋଗରୁ ବଞ୍ଚିତ ହେବାକୁ ପଡ଼ୁଛି। ଜମି ଖରିଦ କିମ୍ବା ବିକ୍ରି ହୋଇପାରୁ…
ମାତିଲେ ସାଇବର ଠକ
ଅନୁଗୋଳ ଅଫିସ,୩୧।୧୦: ଅନୁଗୋଳ ଜିଲାରେ ପୁଣି ମାତିଛନ୍ତି ସାଇବର ଠକ। ସେମାନଙ୍କ ଶିକାର ହୋଇଛନ୍ତି ଜଣେ କେନ୍ଦ୍ର ସରକାରଙ୍କ କର୍ମଚାରୀ ଏବଂ ଅନ୍ୟ ଜଣେ ମହିଳା। କ୍ରେଡିଟ୍ କାର୍ଡ କାର୍ଯ୍ୟକ୍ଷମ କରାଇବାକୁ କହି ରେଲଓ୍ବେ କର୍ମଚାରୀଙ୍କ ଆକାଉଣ୍ଟରୁ ଅଭିଯୁକ୍ତମାନେ ୫୪ ହଜାର…
ମର୍ନିଂଓ୍ବାକ୍ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ
କଣିହାଁ,୨୨ା୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍ କରୁଥିବା ସମୟରେ ଗ୍ରାମର ଯୋଗେଶ ଦେବତା (୭୦)ଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରବାରୁ ଘଟଣାସ୍ଥଳରେ…
କଡ଼ାକଡ଼ି ପାଳନ ହେଉ କଟକଣା
ଅନୁଗୋଳ ଅଫିସ,୧୮ା୧୦: ଦୀର୍ଘ ମାସ ପରେ ଶ୍ରେଣୀଗୃହକୁ ଫେରିବେ ଅଷ୍ଟମ ଶ୍ରେଣୀ ପିଲା। ନବମ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରି ସେମାନେ ମଧ୍ୟ କୋଭିଡ୍ ସମୟରେ ସ୍କୁଲ ଆସିବେ। ଏ ନେଇ ରାଜ୍ୟ ସରକାର ଘୋଷଣା କରିବା ପରେ ଅନୁଗୋଳ…

