ମେଲାଣି ନେଲେ ମା’
ଅନୁଗୋଳ ଅଫିସ, ୧୭।୧୦: ଆବଦ୍ଧ ମଣ୍ଡପରେ ପୂଜାର୍ଚ୍ଚନା ପରେ ମେଲାଣି ନେଇଛନ୍ତି ମା’ ଦୁର୍ଗା। ଘଣ୍ଟଘଣ୍ଟା, ଢୋଲ ବାଦ୍ୟର ତାଳେ ତାଳେ ନିରାଡମ୍ବର ଭାବେ ଦେବୀଙ୍କୁ ବିଦାୟ ଦେଇଛନ୍ତି ଅନୁଗୋଳବାସୀ। ପୂଜା ଶାନ୍ତି ଶୃଙ୍ଖଳାର ସମାପନ ହୋଇଥିଲେ ମଧ୍ୟ ବିସର୍ଜନରେ ସାମାନ୍ୟ…
ନିରାଡ଼ମ୍ବରକୁ ନେଇ ନିରାଶା
ବଇଣ୍ଡା,୧୪।୧୦(ଡି.ଏନ.ଏ.) ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍ ସମୟ ହୋଇ ନ ଥିଲେ ଏତେବେଳେକୁ ସାଜସଜ୍ଜା, ସାଉଣ୍ଡ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଫାଟି ପଡ଼ୁଥାନ୍ତା ପୂଜାସ୍ଥାନ। ଉତ୍ସାହ, ଉଦ୍ଦୀପନାରେ ଉଛୁଳି…
ଆକର୍ଷିତ କରିପାରୁନି ପୂଜା ଅଫର
ଅନୁଗୋଳ ଅଫିସ, ୧୧ା୧୦: କୋଭିଡ୍ ସମୟ ହୋଇ ନ ଥିଲେ ଅନୁଗୋଳ ବଜାରରେ ଜମିଥାନ୍ତା ଗହଳି। ଦୈନିକ ହୋଇଥାନ୍ତା ବହୁ ଲକ୍ଷ ଟଙ୍କାର ବ୍ୟବସାୟ। ଭଳି କି ଭଳି ପୋଷାକ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଆଦି କିଣି ନେଇଥାନ୍ତେ ଗ୍ରାହକ। ହେଲେ ଦୁଇବର୍ଷ…
ଟାର୍ଗେଟ୍ରେ ବାହାର ରାଜ୍ୟ ଟ୍ରକ୍
ଅନୁଗୋଳ ଅଫିସ,୯ା୧୦ କୋଭିଡ୍ ସ୍ଥିତି ସୁଧୁରୁଥିବାରୁ ଜୋର୍ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ ଅନୁଗୋଳ ଜିଲାକୁ ଦୈନିକ ଆତଯାତ କରୁଛି ରାଜ୍ୟ ବାହାରର ସହସ୍ରାଧିକ ଟ୍ରକ୍। ଆଉ ରାତି…
ସାଇବର ଅପରାଧରେ ବେନାମୀ ସିମ୍
ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ ଆକାଉଣ୍ଟରୁ ଚଳୁ କରୁଛନ୍ତି ଟଙ୍କା। ଏପରି କି ପ୍ରତିଷ୍ଠିତ ବ୍ୟକ୍ତିଙ୍କ ନାମରେ ସାମାଜିକ ଗଣମାଧ୍ୟମରେ…
ଯାତନା ଭୋଗୁଛନ୍ତି ଯାତ୍ରୀ
ବଇଣ୍ଡା,୭ା୧୦: କରୋନାକୁ ଆଳ କରି ଯାତ୍ରୀ ପରିବହନରେ ଅବହେଳା କରୁଛି ରେଳବାଇ। ପୂର୍ବାପେକ୍ଷା କମ୍ ଟ୍ରେନ୍ ଚଳାଯାଉଥିବା ବେଳେ ଅନେକର ରହଣିସ୍ଥଳରେ ପରିବର୍ତ୍ତନ କରାଯାଇଛି। ଫଳରେ ରାଜ୍ୟ ବାହାରକୁ ଯାତାୟାତ ପାଇଁ ବଡ଼ ଯାତନା ଭୋଗୁଛନ୍ତି ଅନୁଗୋଳ ଜିଲା ବଇଣ୍ଡା ଷ୍ଟେଶନ…
ଗାନ୍ଧୀ ମାର୍ଗରେ ହେଉ ଗାନ୍ଧୀ ଭବନ
ଅନୁଗୋଳ ଅଫିସ, ୫ା୧୦ ଗାନ୍ଧୀଙ୍କ ସ୍ମୃତି ବହନ କରୁଛି ଅନୁଗୋଳର ଗାନ୍ଧୀ ମାର୍ଗ (୧୯୩୪ର ହୁଲୁରିସିଂହା ଛକରୁ ରାଣୀଗୁଡ଼ା ଆମ୍ବତୋଟା ରାସ୍ତା)। ସେତେବେଳେ ଏହି ପଥରେ ପଡ଼ିଥିଲା ମହାତ୍ମାଙ୍କ ପାଦ। ଏଠାରେ ସାଧାରଣ ସଭାକୁ ସମ୍ବୋଧିତ କରି ବାପୁ ଯାଇଥିଲେ ଢେଙ୍କାନାଳ…
ସୁନାବେଶ ଦେଖିବେନି ଶ୍ରଦ୍ଧାଳୁ
ବଅଁରପାଳ,୪ା୧୦(ଡି.ଏନ.ଏ.) ପୂଜା ଆସିବାର ଯଥେଷ୍ଟ ପୂର୍ବରୁ ତଳମୂଳରେ ଆରମ୍ଭ ହୋଇଥାଏ ପ୍ରସ୍ତୁତି। କାରଣ ୧୬ ଦିନରେ ମା’ ଏଠାରେ ୧୬ଟି ବେଶରେ ପୂଜା ପାଇଥାନ୍ତି। ଏହି ସ୍ବତନ୍ତ୍ର ପୂଜା ହିଁ ଏଠାକାର ମୁଖ୍ୟ ବିଶେଷତ୍ତ୍ୱ। ଏଥିସହ ଷଷ୍ଠୀରୁ ଦଶହରା ଯାଏ ଗଁାରେ…
ପ୍ରତିଶ୍ରୁତି ଦେଇ ପ୍ରଶାସନ ପାର୍
ଅନୁଗୋଳ ଅଫିସ, ୪ା୧୦: ଅନୁଗୋଳରେ ଗାନ୍ଧୀଙ୍କ ସ୍ମୃତି ରକ୍ଷା ପାଇଁ ଜାଗା ଖଣ୍ଡେ ପାଉନି ଜିଲା ପ୍ରଶାସନ। ଗାନ୍ଧୀ ଜୟନ୍ତୀରେ ସତ୍ୟାଗ୍ରହରେ ବସିବା ପୂର୍ବରୁ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତିଙ୍କ ନିକଟରେ ପହଞ୍ଚି ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପଦକ୍ଷେପ ପାଇଁ ପ୍ରତିଶ୍ରୁତି…
ପ୍ରୋତ୍ସାହିତ କରିବ ପ୍ରଦର୍ଶନୀ
ଅନୁଗୋଳ ଅଫିସ, ୨ା୧୦ ଆବର୍ଜନାରେ ସଜା ଯାଇପାରେ ଡ୍ରଇଂ ରୁମ୍। ବଢ଼ାଯାଇପାରେ ଡାଇନିଂ ଟେବୁଲର ଶୋଭା। ଅଳିଆ ଗଦାର ଭଙ୍ଗା କାଚ, ଫଟା ପ୍ଲାଷ୍ଟିକ, ଚିରା କାଗଜ ଯେ ସମ୍ମାନ ଓ ପୁରସ୍କାର ପରି ସୌଭାଗ୍ୟ ଆଣିଦେଇପାରେ ତାହା ସାବ୍ୟସ୍ତ କରିପାରିଛନ୍ତି…
ଭିଜିଲାନ୍ସ ହାତରୁ ବଞ୍ଚିବା ପାଇଁ ଲାଟିନ୍ ପ୍ୟାନ୍ରେ ଟଙ୍କା ଫୋପାଡିଲେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ଅମିନ
କଣିହାଁ,୧।୧୦(ଡି.ଏନ.ଏ): ଅନୁଗୋଳ ଜିଲା କଣିହାଁ ଆର୍.ଆଇ ଅଫିସରେ କାର୍ଯ୍ୟରତ ଅମିନ ସୌମ୍ୟରଞ୍ଜନ ଦାସ ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କଣିହାଁ ବ୍ଲକ ତେଲସିଂହା ଗ୍ରାମର ଶୁଭେନ୍ଦୁ କୁମାର ଦାସ ନାମକ ଜଣେ ବ୍ୟକ୍ତି ନିଜର ଜମି ଚିହ୍ନଟ କରିବା…
ସ୍ୱାସ୍ଥ୍ୟସେବାରେ ଆସୁନି ସୁଧାର
ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.) ମହାମାରୀ କରୋନା ସଂକ୍ରମଣ ଦେଖାଦେବା ପରଠାରୁ ସ୍ବାସ୍ଥ୍ୟସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ଜୀବନର ସୁରକ୍ଷା ପାଇଁ ଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ହେଲେ ଏହାର କିଛି ବି ସୁଫଳ ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଲକ୍ଷିତ ହେଉନାହିଁ।…

