ଅନୁଗୋଳ

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା କେଉଁଠି ହେଲା, କେମିତି ହେଲା, ତାହା ଜାଣିପାରିଲେନି ଅଞ୍ଚଳବାସୀ। କୋଭିଡ୍‌ କାଳ ହୋଇ ନ…

ଅଧ ରାତି ହେଲେ ଅସହାୟ

ଅନୁଗୋଳ ଅଫିସ, ୧୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲାଗୁଡ଼ିକର ଲକ୍ଷାଧିକ ରୋଗୀ ନିର୍ଭର କରନ୍ତି। ହେଲେ ଦିନରେ ଦଲାଲଙ୍କ ଶୋଷଣର ଶିକାର ହେଉଥିବା ରୋଗୀମାନେ ରାତି ଅଧରେ ଏଠାରେ ଅତ୍ୟନ୍ତ ଅସହାୟ ହୋଇପଡ଼ୁଛନ୍ତି। ଡ୍ୟୁଟିରେ…

ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର

ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ ଛଡ଼ାଯାଉଥିବା…

୧୨ କିଲୋମିଟର ମରଣଯନ୍ତା

ବଅଁରପାଳ,୧୫ା୯(ଡି.ଏନ.ଏ.) – ପ୍ରତିବର୍ଷ ସୃଷ୍ଟି ହେଉଛି ସମାନ ସମସ୍ୟା। ଜାତୀୟ ରାଜପଥରେ ହେଉଥିବା ବଡ଼ ବଡ଼ ଖାଲ ଅସୁବିଧାରେ ପକାଉଛି ଗାଡ଼ି ଚାଳକଙ୍କୁ। ଅନେକ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। କିନ୍ତୁ ଏହାର ସ୍ଥାୟୀ ସମାଧାନ ଦିଗରେ ଜାତୀୟ…

ବର୍ଷା ଜଳରେ ଭାସିଗଲେ ବୃଦ୍ଧା: ଉଦ୍ଧାର କରିବାକୁ ଯାଇ ଯୁବକ…

ଅନୁଗୋଳ ଅଫିସ, ୧୪।୯: ଅନୁଗୋଳ ସହର ନିକଟରେ ଥିବା ହୁଲୁରସିଂହା ବଢ଼ି ପାଣି ମଝିରେ ଜଣେ ବୃଦ୍ଧା ଫସି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକ ନାଳ ମଝିରେ ଥିବା ଏକ ପଥରରେ ଅଟକି ରହିଲେ। ସୂଚନାଯୋଗ୍ୟ, ମଙ୍ଗଳବାର…

ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍‌ର ଗତିପଥ

ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି ପଡିଥିଲା।…

ଚଳାଚଳ କରିପାରୁନି ଚାରିଚକିଆ

ବଇଣ୍ଡା,୧୪ା୯(ଡି.ଏନ.ଏ.) ପୂର୍ତ୍ତ ବିଭାଗର ୧୦ କିଲୋମିଟର ରାସ୍ତା ପିଚୁ ହେଲା। ଖର୍ଚ୍ଚ ହେଲା ପାଖାପାଖି ୭ କୋଟି ଟଙ୍କା। ହେଲେ ଦେଢ଼ବର୍ଷ ହେଲା ଏହା ନିର୍ମାଣ ସରିଥିଲେ ମଧ୍ୟ ଚଳାଚଳ କରିପାରୁନି ଚାରିଚକିଆ ଗାଡ଼ି। କାରଣ ଏହି ସଡ଼କରେ ପଡ଼ୁଥିବା ୩ଟି…

ଚୋରକୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ଛେଣ୍ଡିପଦା ,୧୩।୯(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା କୋରଡ଼ା ଆମ୍ବୁରି ସାହିରେ ଘରେ ପଶି ଚୋରି କରୁଥିବା ବେଳେ ଧରା ପଡିଛନ୍ତି ଚୋର। ନିର୍ଦ୍ଧୁମ ମାଡ଼ ଖାଇବା ପରେ ପୋଲିସ ଚୋରକୁ ଗିରଫ କରିଛି। ସୂଚନା ଅନୁସାରେ, କୋରଡା ଗାଁର ଚକ୍ରଧର…

ପୁଲକିତ କରୁନି ପାର୍ବଣ

ଅନୁଗୋଳ ଅଫିସ, ୧୧ା୯ – ପୁଲକିତ କରେ ପାର୍ବଣ। ଆନନ୍ଦ, ଉତ୍ସାହରେ ଭରିଦିଏ ମନ। କିନ୍ତୁ କୋଭିଡ୍‌ ମହାମାରୀ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଏହି ଉତ୍ସବ ଋତୁ ଆରମ୍ଭରୁ କେଉଁଠି ନାହିଁ ଉତ୍ସାହ କି ଉଦ୍ଦୀପନା। ସରକାର କଟକଣାକୁ…

ଜେଏନ୍‌ଭିରେ ଯୁକ୍ତ ୨ ବିଜ୍ଞାନରେ ହୋଇପାରୁନି ନାମଲେଖା

ଅନୁଗୋଳ ଅଫିସ, ୧୧ା୯: ଅନୁଗୋଳ ଚମ୍ପତ୍ତିମୁଣ୍ଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ (ଜେଏନ୍‌ଭି)ରେ ଏକାଦଶ (ଯୁକ୍ତ୨ର ପ୍ରଥମ ବର୍ଷ)ରେ ନାମ ଲେଖାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ୨୦ ଜଣ ଛାତ୍ରୀଛାତ୍ର। ଶେଷ ମୁହୂର୍ତ୍ତରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଜ୍ଞାନରେ ନାମ ଲେଖାଇ ହେବ ନାହିଁ…

ଜଗି ବସୁଛନ୍ତି ରୋଗୀ

ଅନୁଗୋଳ ଅଫିସ, ୧୦ା୯ ଅସହ୍ୟ ଯନ୍ତ୍ରଣା ଅଥୟ କରିଦେଉଛି। ତଥାପି ରାତିଅନିଦ୍ରା ହୋଇ ପୂର୍ବଦିନରୁ ଡାକ୍ତରଙ୍କୁ ଜଗି ବସୁଛନ୍ତି ରୋଗୀ। କାରଣ ପ୍ରତି ସପ୍ତାହରେ କେବଳ ଗୁରୁବାର ଦିନକ ପାଇଁ ବିଶେଷଜ୍ଞ ଡାକ୍ତର ଆସୁଥିବାବେଳେ ମାତ୍ର ୫୦ ଜଣଙ୍କୁ ଟିକେଟ୍‌ ମିଳୁଛି।…

ସେବା ପାଇଁ ସରଞ୍ଜାମ ଅଭାବ

ଖମାର,୯ା୯(ଡି.ଏନ.ଏ.) କରୋନା ସମୟରେ ସ୍ବାସ୍ଥ୍ୟସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ମେଡିକାଲର ଭିତ୍ତିଭୂମି ସୁଦୃଢ଼ କରାଯାଉଛି। ଆବଶ୍ୟକସ୍ଥଳେ ଡାକ୍ତର ନିଯୁକ୍ତି ହେଉଛି। କିନ୍ତୁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ମେଡିକାଲ ପ୍ରତି ସରକାରଙ୍କ ଦୃଷ୍ଟି ପଡ଼ୁନାହିଁ। ଦୀର୍ଘଦିନ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?